ଚଳନ୍ତା ଟ୍ରେନରେ ଚଢିବା ବେଳେ ଘଟିଲା ଅଘଟଣ
ଚଳନ୍ତା ଟ୍ରେନରେ ଚଢିବା ବେଳେ ଘଟିଲା ଅଘଟଣ । ଟ୍ରେନ୍ରୁ ଖସି ପଡ଼ି ମା’ ଓ ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କ ହାତ ଓ ଗୋଡ଼ କଟିଯାଇଛି। ଏପରି ଏକ ହୃଦୟ ବିଦାରକ ଘଟଣା ଆଜି ସକାଳେ ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଘଟିଛି।
ଗୁରୁତର ମା’ ଝିଅ ଦ୍ୱୟ ହେଲେ!-->!-->!-->…
