ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି : ମୋହନ ମାଝି
ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ ଭାଜପା ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା!-->…
