Odia News Portal

ଯୁବତୀଙ୍କୁ ଗଣଦୁଷ୍କର୍ମ

ରାଜଗାଙ୍ଗପୁରରେ ଲଜ୍ଜା। କୁତ୍ରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ କୁତ୍ରା ଥାନାରେ ଏତଲା ଦିଆଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଏସଡିପିଓ

ସମ୍ବଲପୁରୀ ହିରୋଇନ୍ ମୃତ୍ୟୁ ଘଟଣାରେ ଟ୍ୱିଷ୍ଟ, ରୁକୁ ସୁନାକୁ ଦାୟୀ କଲେ ରୁକ୍‌ସାନାଙ୍କ ମା

ସମ୍ବଲପୁରୀ ଅଭିନେତ୍ରୀ ରୁକସାନା ବାନୁଙ୍କ ମୃତ୍ୟୁ ଘଟଣାରେ ଟ୍ବିଷ୍ଟ । ମୃତ୍ୟୁ ପୂର୍ବରୁ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କଲେ ତାଙ୍କ ମାଁ । ମୃତ୍ୟୁ ଘଟଣାରେ ସିଙ୍ଗର ରୁକୁ ସୁନାକୁ ଦାୟୀ କଲେ ମୃତ ରୁକସାନାଙ୍କ ମା । ଦୁଇ ମାସ ଧରି ରୁକୁ ସୁନା ନିର୍ଯ୍ୟାତନା ଦେଇ ଆସୁଥିବା

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ରାଜ୍ୟର ସବୁ ଜିଲ୍ଲା ହେଡ଼କ୍ୱର୍ଟରରେ ମେଡିକାଲ କଲେଜ ଖୋଲିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି l ଏହି ମେଡିକାଲ କଲେଜ ଗୁଡିକରେ ଅବସର ପ୍ରାପ୍ତ ପ୍ରଫେସର ମାନେ ପାଠ ପଢ଼ାଇବେ l ଦେଶ ବିଦେଶ ର ଅବସର ପ୍ରାପ୍ତ ପ୍ରଫେସର ମାନେ ମେଡିକାଲ କଲେଜ ରେ ପାଠ ପଢ଼ାଇବେ l

ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌କୁ ମିଳିଲା କେନ୍ଦ୍ର କ୍ୟାବିନେଟ ମଂଜୁରୀ

ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌କୁ ମିଳିଲା କେନ୍ଦ୍ର କ୍ୟାବିନେଟ ମଂଜୁରୀ । କେନ୍ଦ୍ର କ୍ୟାବିନେଟ ବୈଠକରେ ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏ ନେଇ ଗଣମାଧ୍ୟମକୁ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି ଯେ ସଂସଦର ଆସନ୍ତା ଶୀତ ଅଧିବେଶନରେ

ରିଜେକ୍ଟ ହେଲା ୨ ହଜାର ‘ସୁଭଦ୍ରା’

ଥମ୍ବ: ରିଜେକ୍ଟ ହେଲା ୨ ହଜାର ‘ସୁଭଦ୍ରା’ସୁଭଦ୍ରା ଯୋଜନାରେ ୨ ହଜାର ଆବେଦନ ରିଜେକ୍ଟ ହୋଇଛିସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନାକାଲି ରାତି ସୁଦ୍ଧା ୯୭ ହଜାର ହିତାଧିକାରୀଙ୍କ ପେଣ୍ଡିଙ୍ଗ ଥିଲାଆଜିର ରିପୋର୍ଟ ଅନୁସାରେ ଶତପ୍ରତିଶତ ଆବେଦନ କ୍ଲିୟର ହୋଇଛିକେବଳ

ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ଯାଞ୍ଚ

ଖୋଲିବ କି ଶ୍ରୀମନ୍ଦିର ଗୁପ୍ତ ରତ୍ନଭଣ୍ଡାର ରହସ୍ୟ ? ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ । ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ

ଛାତ୍ରୀଙ୍କୁ ଯୌନ ନିର୍ଯାତନା; ଆସୋସିଏଟ୍‌ ପ୍ରଫେସର ନିଲମ୍ବିତ

ଉତ୍କଳ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ଆସୋସିଏଟ୍‌ ପ୍ରଫେସର ନିଲମ୍ବିତ ହୋଇଛନ୍ତି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି। ହେଡକ୍ୱାର୍ଟର ନ ଛାଡ଼ିବାକୁ ଆସୋସିଏଟ୍‌ ପ୍ରଫେସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଫେସରଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ

୮ ହଜାର ହେକ୍ଟର ଜମି ଜଳମଗ୍ନ, ବାଲେଶ୍ୱରରେ ବନ୍ୟା ସ୍ଥିତି ଉଦବେଗଜନକ: ମୁଖ୍ୟମନ୍ତ୍ରୀ

ଲେଶ୍ୱର ଜିଲ୍ଲାରେ ବନ୍ୟାସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମୀକ୍ଷା ପରେ ସ୍ଥିତି ଉଦବେଗଜନକ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା

ଛାତ୍ର ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୋହନଙ୍କୁ ହେମନ୍ତଙ୍କ ଅନୁରୋଧ

ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି କରିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋଶାଲ ମିଡିଆ ‘ଏକ୍ସ’ରେ ଏନେଇ ଟ୍ୱିଟ୍‌ କରି ସେ

ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ

ଭରତପୁର ଥାନାରେ ଆର୍ମି ଅଫିସରଙ୍କୁ ମାଡ଼ ଘଟଣା। ୫ ପୋଲିସ ଅଫିସର ନିଲମ୍ଵିତ। ୫ ଜଣଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି। ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ର, ଏସଆଇ ବିଳାସିନୀ ପଣ୍ଡା, ଏଏସଆଇ ସଲୀଳମୟୀ ସାହୁ ଓ ସାଗରିକା ରଥ, କନେଷ୍ଟବଳ ବଳରାମ ହାଂସଦା ନିଲମ୍ବିତ