ମା ସମଲେଇଙ୍କୁ ଦର୍ଶନ କଲେ ପ୍ରଣବ
ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ବରୀଙ୍କ ଦର୍ଶନ କରି ଆଶୀର୍ବାଦ!-->…
