୧୨ ଘଣ୍ଟିଆ କୋରାପୁଟ ବନ୍ଦ; ଜୀବନଯାତ୍ରା ଠପ୍
ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତି ଦାବିରେ ଆଜି କୋରାପୁଟ ବନ୍ଦ ଡାକରା ଦିଆଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଡାକରାରେ ସକାଳ ୬ଟାରୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।!-->…
