ଡଙ୍ଗାରୁ ଡେଇଁ ପଡ଼ିଲେ ମତ୍ସ୍ୟଜୀବୀ
ମଝି ଦରିଆରେ ମାଛଧରା ଡଙ୍ଗାରୁ ଡେଇ ପଡ଼ିଲେ ମତ୍ସ୍ୟଜୀବୀ। ଧାମରା ସାମୁଦ୍ରିକ ଥାନା ଦ୍ଵାରା ତାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ବ୍ୟକ୍ତି ହେଲେ ରାମଚନ୍ଦ୍ର ମୁର୍ମୁ। ସୂଚନା ଅନୁସାରେ ଧାମରା ସାମୁଦ୍ରିକ ଥାନା ଅଧୀନ କାଳ ନଳୀ ନିକଟରେ ସମୁଦ୍ରରୁ ମାଛ ମାରି ଧାମରା ଜେଠିକୁ!-->…
