ବିଜେଡିରେ ସାମିଲ ହେଲେ ଖଡ଼ିଆଳ ବିଧାୟକ ଅଧୀରାଜ
କଂଗ୍ରେସରୁ ଇସ୍ତଫା ଦେଇଥିବା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ବିଜେଡିର ମିଶ୍ରଣ ପର୍ବରେ ଶତାଧିକ ସମର୍ଥକଙ୍କ ସହ ଦଳରେ ମିଶିଛନ୍ତି ଅଧୀରାଜ । ସୂଚନାଯୋଗ୍ୟ ଯେ, ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଖଡ଼ିଆଳ ବିଧାୟକ।!-->…
