ସ୍ମିତାରାଣୀ ମାମଲାର ହେବ ତଦନ୍ତ: ମୁଖ୍ୟମନ୍ତ୍ରୀ
ଯାଜପୁର ଜିଲ୍ଲା ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତୁ୍ୟ ମାମଲାର ତଦନ୍ତ କରାଯିବ । ଯାଜପୁରରେ ଅନୁଷ୍ଠିତ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହି ଘୋଷଣା କରିଛନ୍ତି ।ସେ କହିଛନ୍ତି ଯେ ଏହି ମାମଲାର ତଦନ୍ତ କରାଯିବା ସହ ଯିଏ ବି ଦୋଷୀ ଥିବେ ତାଙ୍କ!-->…
