ଖୁବ ଶୀଘ୍ର ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି
‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର । କେଉଁ ଦିନ ମିଳିବ ସୁଭଦ୍ରା ସହାୟତା ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ତାରିଖ ଘୋଷଣା କରିପାରନ୍ତି । ସୂଚନା ଅନୁସାରେ ୧୭ ତାରିଖ ଦିନ ସୁଭଦ୍ରା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ!-->…
