ବିଜେପିରେ ନେତାଙ୍କ ପୁଅ ନେତା ହୁଏନା: ନଡ୍ଡା
ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ।
ଏହାପରେ ନଡ୍ଡା!-->!-->!-->…
