Odia News Portal

କାଲି ଓଡ଼ିଶା ଆସିବେ ଜେ.ପି ନଡ୍ଡା

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତାକାଲି ଜେ.ପି ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବିଜେପି…

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ପରୀକ୍ଷା ପାଇଁ ରାଜି ହେଲେ ନିଲମ୍ବିତ ଆଇଆଇସି

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସବୁ ପରୀକ୍ଷାର ସମ୍ମୁଖୀନ ପାଇଁ ରାଜି ହୋଇଛନ୍ତି ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଆଜି ଏସଡିଜେଏମ୍ କୋର୍ଟରେ ହାଜର ହୋଇ ସେ ବ୍ରେନ୍ ମ୍ୟାପିଂ, ଲାଏ ଡିଟେକସନ୍ ଟେଷ୍ଟ, ପଲିଗ୍ରାଫ୍ ଟେଷ୍ଟ ଓ ନାର୍କୋ ଟେଷ୍ଟ…

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଆସନ୍ତାକାଲି ଓଡ଼ିଶା ଆସିବେ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ମନମୋହନ ସାମଲ  କହିଛନ୍ତି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସି…

୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି: ପ୍ରଭାତୀ ପରିଡ଼ା

ଏଯାଏ ୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ସଂଖ୍ୟ ସପ୍ତାହକ ଭିତରେ ଏକ କୋଟି ଛୁଇଁବ ବୋଲି ସେ ଆଶା ପ୍ରକାଣ କରିଛନ୍ତି। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ…

ଆଗକୁ ବହୁ ବଡ଼ ବଡ଼ ନେତା ବିଜେପିରେ ସାମିଲ ହେବେ : ସୁକାନ୍ତ ପାଣିଗ୍ରାହୀ

ବିଜେପି ସରକାର ଗଠନ ହେବା ପରେ ଦୁଇ ଦୁଇ ଜଣ ବିଜେଡି ସାଂସଦ ବିଜେପିରେ ମିଶିସାରିଛନ୍ତି । ତେବେ ଆଗକୁ ବିସ୍ଫୋରଣ ହେବ ବୋଲି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ କହିଛନ୍ତି । ଆଗକୁ ବହୁ ବଡ଼ ବଡ଼ ନେତା ବିଜେପିରେ ସାମିଲ ହେବେ ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି । କେବଳ ବିଜେଡି…

ଭରତପୁର ଥାନା କାଣ୍ଡ: କ୍ରାଇମବ୍ରାଞ୍ଚର ତନାଘନା

ଭରତପୁର ଥାନା କାଣ୍ଡକୁ ନେଇ ବର୍ତ୍ତମାନର ବଡ଼ ଖବର । ଅଳ୍ପ କେଇ ମିନିଟ ପରେ ଗ୍ରାଉଣ୍ଡ ଜିରୋରେ ପହଞ୍ଚିବ କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାର ତଦନ୍ତ ପାଇଁ ଭରତପୁର ଥାନା ଓ ପଥରଗାଡ଼ିଆ ଯିବ କ୍ରାଇମବ୍ରାଞ୍ଚ ଟିମ୍। ଏଥିପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ଭରତପୁର ଓ ଚନ୍ଦକା ଥାନାକୁ…

ପୂଜାରେ ବାଜିବନି DJ, ରାଜଧାନୀରେ ହେବ ମଦମୁକ୍ତ

ରାଜଧାନୀରେ ଏଥର ମଦମୁକ୍ତ, ଡିଜେ ମୁକ୍ତ, ପ୍ଲାଷ୍ଟିକ ମୁକ୍ତ ପୂଜା ପାଇଁ ଆହ୍ୱାନ । ଚାନ୍ଦା ନାଁରେ ବଟି ମାଗିଲେ ବନ୍ଧା ହେବେ । ପୂଜା ମଣ୍ଡପରେ ମଦମୁକ୍ତ ଶପଥ ପାଠ କରାଇବ ପୋଲିସ । ଏଥର ଦଶହରା ପୂଜାକୁ ରାଜଧାନୀରେ ଏଭଳି ଢଙ୍ଗରେ କରିବାକୁ ଆଜି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି । …

ଓଡ଼ିଶାରୁ ମହାରାଷ୍ଟ୍ର ଚାଲିଯିବ JSW ପ୍ଲାଣ୍ଟ ?

ଓଡ଼ିଶାରୁ ମହାରାଷ୍ଟ୍ର ଚାଲିଯିବ JSW ପ୍ଲାଣ୍ଟ ? ଓଡ଼ିଶାରେ ପ୍ରସ୍ତାବିତ ଇଭି ଓ ବ୍ୟାଟେରୀ ପ୍ରକଳ୍ପରୁ ଓହରିଲା କି କମ୍ପାନୀ ? ଓଡ଼ିଶାର ପ୍ରସ୍ତାବିତ ପ୍ଲାଣ୍ଟକୁ JSW ମହାରାଷ୍ଟ୍ରକୁ ନେଇଯିବା ନେଇ ଚର୍ଚ୍ଚା ଚାଲିଛି । ଓଡ଼ିଶାରେ ପ୍ରସ୍ତାବିତ ପ୍ଲାଣ୍ଟ ମହାରାଷ୍ଟ୍ର ଯିବା ନେଇ କିଛି…

କାହିଁକି ହାରିଲା ବିଜେଡି

ଜେଡିର ଶୋଚନୀୟ ପରାଜୟ ପଛର କାରଣ କ’ଣ ? ନିର୍ବାଚନ ହାରିବାର ୩ ମାସ ପରେ ପରାଜୟର କାରଣ କହିଛନ୍ତି ନବରଙ୍ଗପୁର ବିଜେଡି ପରାଜିତ ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ । ସୂଚନା ଅନୁସାରେ ଗତକାଲି ଶଙ୍ଖ ଭବନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ସାଂଗଠନିକ କର୍ମକର୍ତ୍ତାଙ୍କୁ ଡାକି ସମୀକ୍ଷା…

ତୀବ୍ର ହେଉଛି ବିଜେଡି ଗୋଷ୍ଠୀ କନ୍ଦଳ

ଥମିବାର ନାଁ ନେଉନି ଭୁବନେଶ୍ୱର ବିଜେଡି କନ୍ଦଳ । ମୁହାଁମୁହିଁ ହୋଇଛନ୍ତି ଦୁଇ ଗୋଷ୍ଠୀ , ଅଶୋକ ପଣ୍ଡାଙ୍କ ସମର୍ଥକ ଓ ଅମରେଶ ଜେନାଙ୍କ ସମର୍ଥକ ମୁହାଁମୁହିଁ ହୋଇଛନ୍ତି କନକବ୍ୟୁରୋ: ଥମିବାର ନାଁ ନେଉନି ଭୁବନେଶ୍ୱର ବିଜେଡି କନ୍ଦଳ । ମୁହାଁମୁହିଁ ହୋଇଛନ୍ତି ଦୁଇ ଗୋଷ୍ଠୀ । ଅଶୋକ…