ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ
ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ରାଜନୀତିରେ ପ୍ରବେଶ କରିଛନ୍ତି । ବିଜେଡିରେ ସାମିଲ ହୋଇଛନ୍ତି ବିଜୟଙ୍କ ପୁଅ ଅରବିନ୍ଦ ମହାପାତ୍ର। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି ଅରବିନ୍ଦ। ବାପା ବିଜୟ!-->…
