Odia News Portal

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବନି ତାତି

ରାଜ୍ୟରେ ଲାଗି ରହିବ ଖରାଛାଇର ଖେଳ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବନି ତାତି । ବର୍ତ୍ତମାନ ଯେତିକି ତାପମାତ୍ରା ରେକର୍ଡ ହେଉଛି ସେତିକି ମଧ୍ୟରେ ରହିବ ତାତି । ରାଜ୍ୟରେ ଏବେ ଏକ ପଶ୍ଚମାଝଡ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର

ବଢ଼ିଲା ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି  ।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ରାଶିରେ

ଭୁବନେଶ୍ୱର ମଧ୍ୟରେ ବିଜେଡ଼ି ଦେବ ନୂଆ ମୁହଁ

ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ ଏବେ ବିଜେଡ଼ି ରାଜନୀତି ନୂଆ ମୋଡ଼ ନେଇଛି । ଗୋଟିଏ ପଟେ ବିଧାୟକ ଅନନ୍ତ ଜେନା ଓ ଅପରପକ୍ଷରେ ଅମରେଶ ଜେନାଙ୍କ ମଧ୍ୟରେ ବିବାଦ ଜୋର ଧରିଛି । ଦୁଇ ଜେନାଙ୍କ କଳିରେ ବିଜେଡ଼ି ଏବେ ଘାଟାରେ ପଡ଼ିଯାଇଛି । ଉଭୟ ନେତା ଏବେ ଛକାପଞ୍ଝା ଅବସ୍ଥାରେ ଥିବାରୁ ନୂଆ

ମୋକିମଙ୍କୁ ପୂର୍ବ ବିଧାୟକ ବି କୁହାଯିବନି : ଦେବାଶିଷ ସାମନ୍ତରାୟ

 ହାଇକୋର୍ଟ ରାୟ ପରେ ଆବେଦନକାରୀ ଦେବାଶିଷ ସାମନ୍ତରାୟଙ୍କ ମନ୍ତବ୍ୟ । ରାୟରୁ ସ୍ପଷ୍ଟ ଦେଲା ମହମ୍ମଦ ମୋକିମ କେବେ ବିଧାୟକ ନଥିଲେ । ବାରବାଟୀ-କଟକ ଆସନରୁ ସେ କେବେ ନିର୍ବାଚିତ ହୋଇନାହାନ୍ତି । ମୋକିଙ୍କୁୁ ଆଉ ପୂର୍ବତନ ବିଧାୟକ ବୋଲି କୁହାଯାଇପାରିବନି । ଏହି ବିଧାନସଭାର ସଦସ୍ୟ ମଧ୍ୟ ସେ

ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ

ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ । ସୂଚନା ଅନୁଯାୟୀ, ରବିବାର ସଂନ୍ଧ୍ୟା ସମୟରେ ବାଂଲାଦେଶର ୪ଜଣ ଅଣହିନ୍ଦୁ ସନ୍ଦେହ ଜନକ ଭାବେ ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ବସିଥିବା ବଜରଙ୍ଗ ଦଳର କିଛି କର୍ମକର୍ତ୍ତା ଦେଖିଥିଲେ । ସେମାନଙ୍କୁ ପଚରାଉଚରା କରିବା ପରେ ତାଙ୍କର ୫ଜଣ ଲୋକ

ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରାଜ୍ୟ ସରକାରଙ୍କ କଟକଣା

ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରାଜ୍ୟ ସରକାରଙ୍କ କଟକଣା । ରାଜ୍ୟର ଅଭୟାରଣ୍ୟ , ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ପର୍ଯ୍ୟଟକମାନେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର କରିପାରିବେ ନାହିଁ। ଏ ନେଇ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ

ରାଜଧାନୀରେ ଜଗିବେ ୧୫ ପ୍ଲାଟୁନ୍‌ ଫୋର୍ସ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ସେହି ସମୟ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା

ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

ମୋକିମଙ୍କ ନିର୍ବାଚନ ଅସିଦ୍ଧ । କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷଣା । ମୋକିମଙ୍କ ବିରୋଧରେ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ । ନାମାଙ୍କନ

ବାପାକୁ ଠେଙ୍ଗାରେ ପିଟିପିଟି ହତ୍ୟାକଲା ପୁଅ

ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଟଙ୍କା ପାଇଁ ବାପାକୁ ଠେଙ୍ଗାରେ ପିଟି ପିଟି ମାରିଦେଇଛି ପୁଅ। ତଳଗଡ଼ ଗାଁରୁ ସାମ୍ନାକୁ ଆସିଛି ନୃଶଂସ ପୁଅର ଏଭଳି ବର୍ବରକାଣ୍ଡ। ମୃତକ ହେଲେ ବିପ୍ରବର ଭୋଇ। ହତ୍ୟାକାଣ୍ଡ ପରେ ଫେରାର ହୋଇଯାଇଛି ଅଭିଯୁକ୍ତ ବଳରାମ।