Odia News Portal

ସୁରକ୍ଷାକର୍ମୀ – ନକ୍ସଲ ଗୁଳି ବିନିମୟ

ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଛତିଶଗଡର କାଙ୍କେର ଜିଲ୍ଳାରେ ଗୁଳି ବିନିମୟ ହୋଇଛି । ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ପରେ ବର୍ତ୍ତମାନ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଜାରୀ ରହିଛି ।

ଓଡ଼ିଶାରେ ଚଳିତବର୍ଷ ଫେବ୍ରୁଆରୀରେ ରେକର୍ଡ ଜିଏସଟି ସଂଗ୍ରହ

ଚଳିତବର୍ଷ ଫେବ୍ରୁଆରୀ ମାସରେ ଓଡ଼ିଶାରେ ମୋଟ ଜିଏସଟି ବାବଦ ୫୧୩୫.୮୯ କୋଟି ଟଙ୍କା ଆଦାୟ ହୋଇଛି , ଯାହା କି ଏଯାବତ ସର୍ବାଧ‌ିକ ମୋଟ ଜିଏସଟି ସଂଗ୍ରହ । ୨୦୨୩ ମସିହା ଫେବ୍ରୁଆରୀ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୪୫୧୯.୩୫ କୋଟି ଟଙ୍କା । ତେଣୁ ଏ କ୍ଷେତ୍ରରେ ୧୩.୬୪ ପ୍ରତିଶତ ଅଭିବୃଦ୍ଧି

ବିଜେପି କ୍ଷମତାକୁ ଫେରିଲେ ଗ୍ୟାସ ସିଲିଣ୍ଡର ୨୦୦୦ ଟଙ୍କା ହୋଇଯିବ: ମମତା ବାନାର୍ଜୀ

ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଦଳ‌ ଗୁଡ଼ିକ ମଧ୍ୟରେ ବୟାନବାଜି ତୀବ୍ର ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି କେନ୍ଦ୍ରର ବିଜେପି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଝାଡ଼ଗ୍ରାମ ଜିଲ୍ଲାରେ ଏକ ସରକାରୀ କାର୍ଯ୍ୟକ୍ରମରେ ଟିଏମସି ସୁପ୍ରିମୋ

ରାଜ୍ୟର ଲ’ ଅଫିସରଙ୍କ ୫୦% ଫି’ ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟର ଲ’ ଅଫିସରଙ୍କ ୫୦% ଫି’ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମକଦ୍ଦମା ପରିଚାଳନା କରୁଥିବା ନନ କ୍ୟାଡର ଲ’ ଅଫିସରଙ୍କ ଦୈନିକ ଓ ରିଟେନର ଫି’ ୫୦% ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’ ଅଫିସର

ବଢ଼ିଲା ଗଣ ଶିକ୍ଷକଙ୍କ ଦରମା

ବଢ଼ିଛି ଗଣ ଶିକ୍ଷକଙ୍କ ଦରମା। OTET ପାସ୍ କରିନଥିବା ଗଣ ଶିକ୍ଷକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବଢ଼ାଯାଇଛି।ଖାଲି ଏତିକି ନୁହେଁ OTET ପାସ୍ କରିଥିବା ଗଣଶିକ୍ଷକମାନେ ନିୟମିତ ହେବେ। Med ଶିକ୍ଷକ ଭାବେ ନିୟମିତ କରିବାକୁ ରାଜ୍ୟ

୮ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର

ଡବ୍ଲ୍ୟୁସିଡ଼ିର ୫୦୪ ସୁପରଭାଇଜର ହେବେ ନିୟମିତସ୍ଥାପନ ହେବ ରାଜ୍ୟ ଜଳସୂଚନା ବିଜ୍ଞାନ କେନ୍ଦ୍ରପୁରୁଷ ସ୍ୱାସ୍ଥ୍ୟକର୍ମୀ ପଦବୀ ସଂଖ୍ୟା ୧୨୩୪୧କୁ ବୃଦ୍ଧିମହିଳା ସ୍ୱାସ୍ଥ୍ୟକର୍ମୀ ପଦବୀ ସଂଖ୍ୟା ୧୫୮୩୧କୁ ବୃଦ୍ଧିଭୁବନେଶ୍ୱର : ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟ କରୁଥିବା ୫୦୪ ଜଣ ଠିକା

ସମ୍ବଲପୁର ମହାନଗରର ୧୦୦୦୫ ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ମହାନଗର ନିଗମ ଅଧିବାସୀଙ୍କ ପାଇଁ ଆଜି ଥିଲା ଐତିହାସିକ ଦିନ। ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଶତାଦ୍ଦୀର ସ୍ବପ୍ନ ପୂରଣ କରିଛନ୍ତି। ମହାନଗର ନିଗମ ଅଞ୍ଚଳର ୧୦ ହଜାର ୫ ଜଣ ବସ୍ତି ବାସିନ୍ଦାଙ୍କୁ ଆଜି ଭୂମି ଅଧିକାର ପ୍ରମାଣପତ୍ର ବଣ୍ଟନ କରାଯାଇଛି। ସମ୍ବଲପୁର ସହରର

ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ

ମୁକ୍ତା ଯୋଜନାରେ ମା’ ମାନେ ବହୁତ ଭଲ କାମ କରୁଛନ୍ତି : ମୁଖ୍ୟମନ୍ତ୍ରୀ

ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, Drink from Tap, Pavered Road, Sewerage System ଓ ଅନେକ ନାଗରିକ ସେବା ସହିତ

ପଦ୍ମ ଧରିବେ ପ୍ରଶାନ୍ତ ଜଗଦ୍ଦେବ 

ବିଜେପିରେ ଯୋଗଦେଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ । ପଦ୍ମ ଧରିପାରନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ଅପରାହ୍ଣଣରେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା । ବିଜେଡି ତାଙ୍କୁ ପୁଣି ଥରେ ଟିକେଟ ଦେବ ନାହିଁ ବୋଲି ଜାଣିବା ପରେ ଜଗଦ୍ଦେବ ବିଜେପିରେ ସାମିଲ ହେବା ପାଇଁ ନିଷ୍ପତି