ଆଜି ଉଦଘାଟିତ ହେବ ଦ୍ବିତୀୟ ପର୍ଯ୍ୟାୟ ‘ଆମ ବ୍ୟାଙ୍କ’ ଯୋଜନା
ହାତ ପାହାନ୍ତାରେ ପହଞ୍ଚିଲା ବ୍ୟାଙ୍କ ସୁବିଧା । ବ୍ୟାଙ୍କ ନଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା । ରାଜ୍ଯରେ ଦ୍ବିତୀୟ ପର୍ଯ୍ୟାୟରେ ଆଜି ୨ହଜାର ସିଏସପି ପ୍ଲସ ଶାଖାର ଉଦଘାଟନ କରିବେ ମୁଖ୍ଯମନ୍ତ୍ରୀ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଲୋକସେବା!-->…
