Odia News Portal

ମିଶନ ଗଗନଯାନ: ଏହି ୪ ମହାକାଶଚାରୀଙ୍କ ନାମ ଘୋଷଣା

ଚନ୍ଦ୍ର ଏବଂ ସୂର୍ୟ୍ୟ ପରେ ଭାରତ ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ। ବାସ୍ତବରେ, ଭାରତୀୟ ସ୍ପେସ ଏଜେନ୍ସି ଇସ୍ରୋ ଏହାର ଗଗନଯାନ ମିଶନ ଉପରେ କାମ କରୁଛି। ଚନ୍ଦ୍ରୟାନ ଏବଂ ଆଦିତ୍ୟ ଏଲ୍‌-୧ର ସଫଳତା ପରେ ଏହି ମିଶନ ଇକେସ୍ରାକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ।

ବଦଳିଲେ ୨୨ ପୌର କାର୍ୟ୍ୟନିର୍ବାହୀ ଅଧିକାରୀ

ସାଧାରଣ ନିର୍ବାଚନ ପୂର୍ବରୁ  ରାଜ୍ୟ ସରକାର ୨୨ଜଣ ପୌର କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ବଦଳି କରିଛନ୍ତି । କୌଣସି ଅଫିସର ଅବା କର୍ମଚାରୀ ନିଜ ସଂସଦୀୟ କ୍ଷେତ୍ରରେ କାର୍ୟ୍ୟ ପାରିବେ ନାହିଁ ବୋଲି ଗତ ୨୪ତାରିଖରେ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଗୃହନିର୍ମାଣ ଓ

ମିଶନ ଶକ୍ତି ମା’ମାନଙ୍କ ପାଇଁ ୩ଟି ବଡ଼ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

 ମିଶନ ଶକ୍ତି ମା’ମାନଙ୍କ ପାଇଁ ୩ଟି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ଶକ୍ତି ବଜାରର ଶୁଭାରମ୍ଭ କରିଛନ୍ତି । ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମିଶନ ଶକ୍ତି ଋଣ ମିଳିବ ମା’ମାନଙ୍କୁ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା

କୋର୍ଟରେ ହାଜର ହେଲେ ସୋମାଲିକା

ଜଗତସିଂହପୁର ଏସ୍‌ଡିଜେଏମ୍ କୋର୍ଟରେ ହାଜର ହେଲେ ସୋମାଲିକା । ପୋଲିସ ଚାର୍ଜସିଟ୍ ଉପରେ ତିର୍ତ୍ତୋଲ ବିଧାୟକଙ୍କ ବାନ୍ଧବୀ ସୋମାଲିକାଙ୍କୁ କୋର୍ଟଙ୍କ ନୋଟିସ୍ କ୍ରମେ ସେ ମଙ୍ଗଳବାର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି । ସୋମାଲିକା କୋର୍ଟରେ ହାଜର ହୋଇ ପ୍ରୋଟେଷ୍ଟ ଫାଇଲ ଦାଖଲ କରିଛନ୍ତି

ଲୋକସଭା ନିର୍ବାଚନ: ଦିଲ୍ଲୀ ଓ ହରିୟାଣା ପାଇଁ ପ୍ରାର୍ଥୀ ଘୋଷଣା କଲା ଆପ୍

ଆଗାମୀ ଲୋକସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ଦିଲ୍ଲୀର ୪ଟି ଓ ହରିୟାଣାର ଗୋଟିଏ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପଶ୍ଚିମ ଦିଲ୍ଲୀରୁ ମହାବଳ ମିଶ୍ରାଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ସାହିରାମଙ୍କୁ ଦକ୍ଷିଣ ଦିଲ୍ଲୀର ପ୍ରାର୍ଥୀ କରାଯାଇଛି।ପୂର୍ବ ଦିଲ୍ଲୀରୁ

ବିଭ୍ରାନ୍ତିକର ବିଜ୍ଞାପନ ନେଇ ରାମଦେବଙ୍କ ପତଞ୍ଜଳିକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ବିଭ୍ରାନ୍ତିକର ବିଜ୍ଞାପନ ନେଇ ସୁପ୍ରିମକୋର୍ଟ ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଆୟୁର୍ବେଦକୁ ଭର୍ତ୍ସନା କରିଛନ୍ତିି। ଏଭଳି ବିଜ୍ଞାପନ ପ୍ରକାଶ ନ କରିବା ପାଇଁ କୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ ମଧ୍ୟ ପତଞ୍ଜଳି ଏପରି କରୁଛି । ଏହା କୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ ଦର୍ଶାଇ

ଖୋର୍ଦ୍ଧା ଜିଲ୍ଲାରେ ‘ନୂଆ-ଓ’ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ

ଖୋର୍ଦ୍ଧା ଜିଲ୍ଲାରେ ‘ନୂଆ-ଓ’ ଛାତ୍ରବୃତ୍ତି ବଣ୍ଟନ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲାର ୮ ହଜାର ୯୫୮ ଛାତ୍ରଛାତ୍ରୀଙ୍କୁ ଏହି ମେଧାବୃତ୍ତି ପ୍ରଦାନ କରାଯାଇଛି। ଯୁକ୍ତ ୩ ଏବଂ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ପ୍ରଦାନ କରାଯାଇଛି। ଛାତ୍ରୀଙ୍କୁ ୧୦ ହଜାର

ରାଜଧାନୀରେ ମିଶନ ଶକ୍ତି ବଜାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ ମିଶନ ଶକ୍ତି ବଜାର ଉଦଘାଟନ କରିଛନ୍ତି। ଏଣିକି ମିଶନ ଶକ୍ତି ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଉତ୍ପାଦ ଘରେ ଘରେ ପହଞ୍ଚିବାରେ ସୁବିଧା ହେବ । ଏହାସହ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦

ବିଭିନ୍ନ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅନେକ କ୍ରୀଡା ଭିତ୍ତିଭୂମିର ଲୋକାର୍ପଣ କରିବା ସହ ଆଉ କିଛି କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଲୋକାର୍ପିତ ହେବାକୁ ଥିବା କ୍ରୀଡା ଭିତ୍ତିଭୂମି ମଧ୍ୟରେ ରହିଛି ପୁରୀର ଶ୍ରୀଜଗନ୍ନାଥ କ୍ରିକେଟ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

ନିକଟରେ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ସୂଚନାଯୋଗ୍ୟ ଯେ 5T ଉପକ୍ରମରେ