Odia News Portal

ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା

ଦ୍ୱାରକାରେ ପ୍ରଧାନମନ୍ତ୍ରୀ; ସମୁଦ୍ର ଭିତରକୁ ଯାଇ ଶ୍ରୀକୃଷ୍ଣଙ୍କୁ କଲେ ପ୍ରାର୍ଥନା

ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱାରକା ଯିବା ସହ ସେଠାରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ପ୍ରାର୍ଥନା କରିଛନ୍ତି । ସମୁଦ୍ର ଭିତରକୁ ଯାଇ ଶ୍ରୀକୃଷ୍ଣଙ୍କୁ ପ୍ରାର୍ଥନା କରି ନଜର ଅନୁଭୂତିକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି

ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ

ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଆସିଥିବା କହିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଦଳର ଟିକେଟ ପାଇଁ ୧୦ ହଜାରରୁ ଅଧିକ ଦରଖାସ୍ତ ଆସିଛି। ଟିକେଟ ଆବେଦନକାରୀଙ୍କ ମଧ୍ୟରେ ଅନେକ ପେଷାଦାର ଓ ଜାତୀୟ ଦଳର ନେତାମାନେ ମଧ୍ୟ ଅଛନ୍ତି ।

ଦିନିକିଆ ଭଦ୍ରକ ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ, ଧାମନଗରରେ ମୋଟର ସାଇକେଲରେ ବୁଲି ଦେଖିଲେ ବନ୍ଧବାଡ

ଆଜି ଦିନିକିଆ ଭଦ୍ରକ ଜିଲ୍ଲା ଗସ୍ତ କରିଛନ୍ତି ୫-ଟି ଓ ନବୀନ ଓଡିଶା ଅଧକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ମଧ୍ୟାହ୍ନରେ ଆଖୁଆପଦାଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇଥିଲେ ପାଣ୍ଡିଆନ। ସେଠାରୁ ସଡ଼କ ପଥରେ ଧାମନଗର ବ୍ଲକ ପାଳ ସାହି ଯାଇଥିଲେ ୫-ଟି ଅଧ୍ୟକ୍ଷ ।ସେ ବୈତରଣୀ ବାମପାର୍ଶ୍ଵ ନଦୀ

ନିଯୁକ୍ତି ପାଇବେ ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକ

ଆସନ୍ତା ମାର୍ଚ୍ଚ ୧ ତାରିଖରେ ରାଜ୍ୟରେ ନୂତନ ଭାବେ ନିଯୁକ୍ତି ପାଇବେ ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକ। ଏକକାଳୀନ ଭାବେ ଲୋକସେବା ଭବନର କନଭେନସନ୍‌‌ ହଲ୍‌‌ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବନିଯୁକ୍ତ ଅଧ୍ୟାପକଙ୍କୁ

ଗଞ୍ଜାମରେ ସହରାଞ୍ଚଳ ସଂଖ୍ୟା ୨୦କୁ ବୃଦ୍ଧି

ଗଞ୍ଜାମ ହେଉଛି ରାଜ୍ୟର ସର୍ବାଧିକ ସହରାଞ୍ଚଳ ଥିବା ଜିଲ୍ଲା। ଏଠାରେ ମୋଟ ୧୮ଟି ସହରାଞ୍ଚଳ ଥିବା ବେଳେ ସେଥିରେ ରହିଛି ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ପୌରପାଳିକା ଓ ୧୬ଟି ବିଜ୍ଞାପିତ ଅଞ୍ଚଳ ବା ଏନ୍ଏସି। ତେବେ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଦିନିକିଆ ଗଞ୍ଜାମ

ଏକାମ୍ର ଉନ୍ନୟନ ପ୍ରକଳ୍ପ ପରିଦର୍ଶନ କରି ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ

୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସକାଳୁ ସକାଳୁ ପୁରୁଣା ଭୁବନେଶ୍ବରରେ ଚାଲିଥିବା ଏକାମ୍ର ଉନ୍ନୟନ ପ୍ରକଳ୍ପ ପରିଦର୍ଶନ କରିଥିଲେ । ୨୦୨୫ ନୂଆବର୍ଷ ସୁଦ୍ଧା ପ୍ରକଳ୍ପ ସଂପୂର୍ଣ୍ଣ ପାଇଁ କାମ ତ୍ୱରାନ୍ୱିତ କରିବାକୁ ୫-ଟି ଅଧ୍ୟକ୍ଷ ପ୍ରକଳ୍ପ କାର୍ଯ୍ୟ ସହ ଜଡ଼ିତ

ମାର୍ଚ୍ଚ ୧୩ ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ

ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି

ସ୍ୱାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର

ସ୍ୱାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର । ପାରିଶ୍ରମିକ ୪ ହଜାର ଟଙ୍କାରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି । ଏହା ଦ୍ୱାରା ୧୩ ହଜାର ସ୍ୱାବଲମ୍ବୀ କାରିଗର ଉପକୃତ ହେବେ ।

କାଳିଆ ସ୍କିମ୍ ର ଅବଧି ଆଉ ୩ବର୍ଷ କୁ ବୃଦ୍ଧି

ରାଜ୍ୟ ସରକାର ‘କାଳିଆ’ ଯୋଜନାର ଅବଧିକୁ ଆଉ ୩ବର୍ଷ ଅର୍ଥାତ୍ ୨୦୨୪-୨୫ରୁ ୨୦୨୬-୨୭ ମସିହା ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି ଓ ଏବାବଦରେ ୬୦୨୯.୭୦କୋଟି ଟଙ୍କା ଖର୍ଚ୍ଚ ନିମନ୍ତେ ବ୍ୟୟବରାଦ ହୋଇଛି । କେବଳ ସେତିକି ନୁହେଁ କାଳିଆ ଯୋଜନାର ହିତାଧିକାରୀ ଥିବା ଭୂମିହୀନ ଚାଷୀ ପରିବାରକୁ ଆଉ ୨ହଜାର