ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ
ଶ୍ରୀମନ୍ଦିରର ନାଟମଣ୍ଡପ ମରାମତି କାର୍ଯ୍ୟ ଆଜିଠୁ ପୁଣି ଥରେ ଆରମ୍ଭ ହେଉଛି । ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା -ଏଏସ ଆଇ ପକ୍ଷରୁ ଦିନ ଗୋଟାଏରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମରାମତି ଚାଲିବ। ମାର୍ଚ୍ଚ ୨୦ ପୂର୍ବରୁ ମରାମତି କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ମରାମତି କାମ!-->…
