ୱାୟନାଡ ଭୂସ୍ଖଳନରେ ବଢ଼ି ଚାଲିଛି ମୃତ୍ୟୁସଂଖ୍ୟା
କେରଳ ୱାୟନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ବଢି ଚାଲିଛି। ମୃତ୍ୟୁସଂଖ୍ୟା ୮୪କୁ ବୃଦ୍ଧି ପାଇ ଥିବାବେଳେ ଏବେ ବି ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।
ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ଗୋଟିଏ ପରେ ଗୋଟିଏ ତିନୋଟି!-->!-->!-->…
