୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଆଜି ନିଯୁକ୍ତି ପାଇବେ
ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପାଇବେ। ଗୁରୁବାର ପୂର୍ବାହ୍ନ ୧୧.୩୦ରେ ଲୋକସେବା ଭବନର କନ୍ଭେନସନ୍ ସେଣ୍ଟରରେ ହେବାକୁ ଥିବା ନବନିଯୁକ୍ତ ଶିକ୍ଷକମାନଙ୍କ ରାଜ୍ୟସ୍ତରୀୟ ଦିଗ୍ଦର୍ଶନ!-->…
