ଭବାନୀ ଭୋଇ ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ
ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ଆଜି ଭାରତୀୟ ଜନତା ପାର୍ଟି ତଳସରା ବିଧାୟକ ଭବାନୀ ଭୋଇଙ୍କୁ ଉପ ବାଚସ୍ପତି ପ୍ରାର୍ଥୀ କରିଛି।
ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ!-->!-->!-->…
