କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ
ବୌଦ୍ଧ କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ତେବେ ପୂର୍ବରୁ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଥିଲା । ବସନ୍ତଙ୍କ ବୌଦ୍ଧ ଭଡ଼ାଘର ଓ ଅଫିସ୍ ସମେତ ଭୁବନେଶ୍ୱର ଓ ଗଞ୍ଜାମ ଜିଲ୍ଲାର ୧୦ ଟି!-->…
