ଆଜି ନୀତୀଶ କୁମାରଙ୍କ ଭାଗ୍ୟ ପରୀକ୍ଷା
ଆରଜେଡି ଛାଡି ବିଜେପି ସହଯୋଗରେ ମୁଖ୍ୟମନ୍ତ୍ରୀ ହୋଇଥିବା ନୀତୀଶ ଆଜି ଆସ୍ଥା ଭୋଟର ସାମ୍ନା କରିବେ। ଆସ୍ଥା ଭୋଟରେ ବିଜୟୀ ହେଲେ ବିଦ୍ଧିବଦ୍ଧ ଭାବେ ସରକାର ଗଢିବେ ନୀତୀଶ କୁମାର। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ସଂଖ୍ୟାଗରିଷ୍ଠତା ପାଇଁ ୧୨୨ ଆସନ ଆବଶ୍ୟକ। ବିଜେପି-ଜେଡି (ୟୁ) ମେଣ୍ଟ!-->…
