ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ, ରାସ୍ତାରେ ଅଟକିଛି ଶହ ଶହ ଗାଡ଼ି
ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ । TPCODLର ମନମୁଖୀ କାର୍ଯ୍ୟ ଓ ସ୍ମାର୍ଟ ମିଟର ବିରୋଧରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ ଯୋଗୁଁ ଗାଡ଼ି ମୋଟର ଚଳାଚଳ ଠପ୍…
