ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ
ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ନେଇ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ ମାନଶ ଜେନାଙ୍କ ପରିବାର ଲୋକ ସୁରେନ୍ଦ୍ର ସେଠୀଙ୍କ ପରିବାର…
