ଭାରତକୁ ଶକ୍ତ ଧକ୍କା; ପ୍ରମୋଦ ଭଗତ ସସ୍ପେଣ୍ଡ
ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଲା ଶକ୍ତ ଧକ୍କା। ଡୋପ୍ ଟେଷ୍ଟରେ ଧରା ପଡ଼ି ୧୮ ମାସ ପାଇଁ ସସ୍ପେଣ୍ଡ ହେଲେ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ। ଅନ୍ତର୍ଜାତୀୟ ପାରା ଅଲିମ୍ପିଆନ୍ ତଥା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ୱ!-->…
