Odia News Portal

ସରକାରୀ ଗାଡିରୁ ୫ ଲକ୍ଷ ଟଙ୍କା ସହ ଗୋଲାମୁଣ୍ଡା ବିଡିଓଙ୍କୁ ଧରିଲା ଭିଜିଲାନ୍ସ 

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡିଓଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି ଭିଜିଲାନ୍ସ। ୫ ଲକ୍ଷ ଟଙ୍କା ସହ ଧରାପଡିଲେ ବିଡିଓ ଅକ୍ଷମିତା କାର୍ତ୍ତିକ। ଭବାନୀପାଟଣାରୁ ମିଟିଂ ସାରି ସରକାରୀ ଗାଡ଼ିରେ ଫେରିଲାବେଳେ ଜାରିଂ ଛକରେ ଧରାପଡ଼ିଲେ ବିଡିଓ ଅକ୍ଷମିତା । ଭବାନୀପାଟଣା ଭିଜିଲାନ୍ସ ଅଫିସରେ…

ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ ଆଳୁ

ପଶ୍ଚିମବଙ୍ଗ ନୁହେଁ, ଏଥର ଉତ୍ତରପ୍ରଦେଶରୁ ଓଡ଼ିଶା ଆସିବ ଆଳୁ। ରାଜ୍ୟ ବ୍ୟବସାୟୀ ମହାସଂଘ ସହ ଆଲୋଚନା ପରେ ଏପରି ବୟାନ୍‌ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଶ୍ଚିମବଙ୍ଗ ସରକାରଙ୍କ ଦାଦାଗିରିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା…

ଡେଙ୍ଗୁ : ୨୪୧ ରୋଗୀ ଚିହ୍ନଟ

ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ୯୪ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି…

ପଦ୍ମ ଧରିଲେ ମମତା ମହାନ୍ତ

ବିଜେପିରେ ଯୋଗଦେଲେ ମମତା ମହାନ୍ତ । ଆଜି ଦିଲ୍ଲୀ ଯାଇବିଧିବଧ ଭାବରେ ସେ ପଦ୍ମ ଧରିଛନ୍ତି । ବିଜେପି ଦିଲ୍ଲୀ ମୁଖ୍ୟଳୟରେ ଆସି ସାମିଲ ହେଲେ । ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତରେ ସାମିଲ ହୋଇଛନ୍ତି । ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ଉପସ୍ଥିତିରେ ସାମିଲ । ମନ୍ତ୍ରୀ ପୃଥ୍ୱୀରାଜ…

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। ରାଜ୍ୟସଭାରୁ ଇସ୍ତଫା ପରେ ବିଜେଡି…

ହୀରାକୁଦ : ବନ୍ଦ ହେଲା ଆଉ ୪ଟି ଗେଟ୍‌

ହୀରାକୁଦରେ ବନ୍ଦ ହେଲା ଆଉ ୪ଟି ଗେଟ୍ । ଏବେ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସୂଚନା ଯୋଗ୍ୟ ଯେ, ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଗତ ରବିବାର ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ମାତ୍ର ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ପୂର୍ବରୁ ପ୍ରଥମେ ୨ଟି ଗେଟ୍‌କୁ ବନ୍ଦ କରି…

ୱାୟନାଡ ଭୂସ୍ଖଳନରେ ବଢ଼ି ଚାଲିଛି ମୃତ୍ୟୁସଂଖ୍ୟା

କେରଳ ୱାୟନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ବଢି ଚାଲିଛି। ମୃତ୍ୟୁସଂଖ୍ୟା ୮୪କୁ ବୃଦ୍ଧି ପାଇ ଥିବାବେଳେ ଏବେ ବି ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ଗୋଟିଏ ପରେ ଗୋଟିଏ ତିନୋଟି…

ଦରଦାମ ପ୍ରଶ୍ନର ଉତ୍ତର ରଖିଲେ ମନ୍ତ୍ରୀ

ଗୃହରେ ମାନ୍ୟବର ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ବାରା ଆଗତ ମୁଲତବି ପ୍ରସ୍ତାବ “ରାଜ୍ୟରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ଆକାଶ ଛୁଆଁ । ଲୋକେ ହନ୍ତସନ୍ତ । ସରକାର ନୀରବ ଦ୍ରଷ୍ଟା ” ଏଥିରେ ଉତ୍ତର ରଖି ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କହିଛନ୍ତି, ନିତ୍ୟ…

ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ୍‌ ଘଟଣା; ଦୁଇ ମୃତକ ଓଡ଼ିଶାର

ଆଜି ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ୍‌ ହୋଇଥିବା ବେଳେ ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ରାଉରକେଲାର ବୋଲି ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ମାଲଗୋଦାମ ଅଞ୍ଚଳର ଓ ଅନ୍ୟ ଜଣେ ରେଲୱେ କଲୋନୀର ବୋଲି ଜଣାଯାଇଛି। ମୃତକଦ୍ୱୟ…