ମହଙ୍ଗା ପଡ଼ିଲା ପ୍ରେମ ନିବେଦନ: ଅଗ୍ନିଶମ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ
୨୦୦୭ ବ୍ୟାଚ ଆଇପିଏସ ପଣ୍ଡିତ ରାଜେଶ ଉତ୍ତମରାଓଙ୍କୁ ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଜ କ୍ଷମତାର ଅପବ୍ୟବହାର କରି ଜଣେ ମହିଳା ଇନ୍ସପେକ୍ଟରଙ୍କୁ ପ୍ରେମ ନିବେଦନ କରିବା ତାଙ୍କୁ ମହଙ୍ଗା ପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତକାଲି ରାତିରେ ଦିଲ୍ଲୀ ଚାଲିଥିବା ନୀତି!-->…
