କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩!-->…
