Odia News Portal

ଥାନାର ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ବିଭୁକିଶୋର

ଥାନାରେ ପହଞ୍ଚିଲା ଓଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ବିଭୁକିଶୋରଙ୍କ ପାରିବାରିକ କଳି । ପ୍ରସିଦ୍ଧ କଣ୍ଠଶିଳ୍ପୀ ବିଭୁକିଶୋର, ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ରାଖୀ ଦାସ ଏବଂ ଓଡିଶାର ଜଣାଶୁଣା କଣ୍ଠଶିଳ୍ପୀ ପମି ହେଲେ ଖାରବେଳନଗର ଥାନାର ଦ୍ୱାରସ୍ଥ । ବିଭୁକିଶୋର ଓ ତାଙ୍କ ପତ୍ନୀ ବିଭୁଙ୍କ ବଡ଼

ଦିନରାତି ଯିଏ ଏକ କରି ଖଟିବ ସିଏ ଉପରକୁ ଯିବ : ପାଣ୍ଡିଆନ

ଗଜପତି ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ବଦଳିଲେ ୧୭ ଜିଲ୍ଲାପାଳ

ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୭ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି । କିଛି ଜିଲ୍ଲାପାଳଙ୍କୁ ସଚିବ ଭାବେ ପଦୋନ୍ନତି ମଧ୍ୟ ମିଳିଛି । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ମିଳିଛି । ସେହିପରି ଶ୍ରୀମନ୍ଦିର ମୁଖ୍ୟ

ଆଜି ଅପରାହ୍ନରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେଲା ପରେ ପ୍ରଥମ ଥର ପାଇଁ ଆଜି ପୁରୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପରିକ୍ରମା ପ୍ରକଳ୍ପ ବୁଲି ଦେଖିବା ସହ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ତିନିରଥ ଆଦିକୁ ନେଇ ଚାଲିଥିବା

ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଶୁଭାରମ୍ଭ ହୋଇଛି ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦଘାଟନ କରିଛନ୍ତି । ସ୍ବାସ୍ଥ୍ୟସେବାରେ ଏହା ହେବ ରାଜ୍ୟର ସବୁଠୁ ଅତ୍ୟାଧୁନିକ ହସ୍ପପିଟାଲ । ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ୍‌ରେ ସମସ୍ତ ବିଭାଗ ସହିତ ଅତ୍ୟାଧୁନିକ ବୈଷୟିକ

ଆସନ୍ତାକାଲି ଠାରୁ ସର୍ବସାଧାରଣଙ୍କୁ ମିଳିବ ରାମଲାଲାଙ୍କ ଦର୍ଶନ

 ଦୀର୍ଘ ୫୦୦ ବର୍ଷ ଅପେକ୍ଷାର ଘଟିଛି ଅନ୍ତ । ଅଯୋଧ୍ୟାରେ ପ୍ରଭୁ ରାମଲାଲା ବିରାଜମାନ କରିଛନ୍ତି । ଚଳଚଞ୍ଚଳ ହୋଇପଡିଛି ସାରା ଦେଶ । ଗାଁଠୁ ଆରମ୍ଭ କରି ସହର ଓ ଦେଶଠୁ ଆରମ୍ଭ କରି ବିଦେଶ ପର୍ଯ୍ୟନ୍ତ ସବୁଠି ରାମ ନାମରେ ପ୍ରକମ୍ପିତ ହେଉଛି । ସାରା ସହର ରାମମୟ ହୋଇଯାଇଛି । ପ୍ରଭୁଙ୍କର

୫୦୦ବର୍ଷ ପରେ ଏକାଠି ହେବେ ଭକ୍ତ ଓ ଭଗବାନ

୫୦୦ବର୍ଷର ବନବାସର ହେବ ଅନ୍ତ । ଏକାଠି ହେବେ ଭକ୍ତ ଭଗବାନ । ସାକାର ହେବାକୁ ଯାଉଛି ଶହ ଶହ ବର୍ଷର ସଂଘର୍ଷ ଓ ବଳିଦାନ । ସ୍ୱରୂପ ନେବାକୁ ଯାଉଛି ଅଗଣିତ ରାମଭକ୍ତଙ୍କ ଶ୍ରଦ୍ଧା, ନିଷ୍ଠା ଓ ତ୍ୟାଗ l ଆସୁଛନ୍ତି ଦଶରଥ ନନ୍ଦନ ପ୍ରଭୁ ଶ୍ରୀରାମ l ୫୦୦ ବର୍ଷର ପ୍ରତୀକ୍ଷା ପରେ ପୂରଣ ହେବାକୁ

ସଡ଼କ ଦୁର୍ଘଟଣାରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ । କଟକ ଚୌଦ୍ୱାରଠାରେ ତାଙ୍କ କାର ଦୁର୍ଘଟଣାଗସ୍ତ ହେବାରୁ ସୁଧାକର ବସନ୍ତ ଓ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତି କରାଯାଇଛି । ଭୋର ଭୋର୍

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜା

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଦେଇଛନ୍ତି ଗଜପତି ମହାରାଜା । ସେହିଭଳି ମୁଖ୍ୟମନ୍ତ୍ରୀ ମଧ୍ୟ ପରିକ୍ରମା ପ୍ରକଳ୍ପ ପାଇଁ ଗଜପତି

ଟାଙ୍ଗିଆରେ ହାଣି ବୃଦ୍ଧଙ୍କୁ ହତ୍ୟା

କନ୍ଧମାଳର ପଣସପୋଡ଼ି ଗ୍ରାମରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ବୁଡ଼ୁ ଓରଫ ପ୍ରଶାନ୍ତ ପୂଜାରୀ। ସୂଚନା ଅନୁଯାୟୀ, ବୁଡ଼ୁ ପୂଜାରୀ ଜଣେ ମିସ୍ତ୍ରୀ କାମ କରିଆସୁଥିଲେ। ଗତକାଲି ସନ୍ଧ୍ୟା ସମୟରେ ସାହିରେ ‌ଲୋକେ ତାଙ୍କୁ ବୁଲୁଥିବାର ଦେଖିବାକୁ ପାଇଥିଲେ। କିନ୍ତୁ ସନ୍ଧ୍ୟା