କଂଗ୍ରେସ ଜାରି କଲା ହ୍ବିପ, ଲୋକ ସଭାରେ ସବୁ ଏମପି ଉପସ୍ଥିତ ରହିବାକୁ ନିର୍ଦ୍ଦେଶ
ସଂସଦର ସ୍ବତନ୍ତ୍ର ଅଧିବେଶନରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ଏ ସମ୍ପର୍କରେ ବିବାଦ ଲାଗି ରହିଛି। ବୁଧବାର ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି କ୍ରମରେ କଂଗ୍ରେସ ନିଜର ଏମପିମାନଙ୍କୁ ଆସନ୍ତାକାଲି ଗୃହରେ ଉପସ୍ଥିତ ରହିବାକୁ!-->…
