‘ଭିତର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ଲେଜର ସ୍କାନିଂ ପରେ ଜଣାପଡ଼ିବ’
ପୂର୍ବ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ ଆଜି ଖୋଲାଯାଇଛି ଭିତର ରତ୍ନଭଣ୍ଡାର। ରତ୍ନ ଭଣ୍ଡାରର ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ୧୧ ଜଣିଆ ଅଧିକୃତ ଟିମ୍ ଭିତର ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ଏଥିସହ ଗଜପତି ମହାରାଜ ମଧ୍ୟ ଭିତର!-->…
