ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ଜେପି ନଡ୍ଡା
ଆସନ୍ତା ୧୯ ଏବଂ ୨୦ ତାରିଖରେ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ । ପୁରୀ ବଳିଆପଣ୍ଡାରେ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଏବଂ ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର!-->…
