ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି
ଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବରିଷ୍ଠ ଆଇଏସ୍ ତଥା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି କରାଯାଇଛି। ଆଶିଷ ଚାକିରିରେ ଯୋଗ ଦେଲେଣି କି ନାହିଁ ନିକଟରେ ପଚାରିଥିଲା ଗୃହ ବିଭାଗ। ସ୍ୱାସ୍ଥ୍ୟଗତ କାରଣ ନେଇ ମେ’ ୪ରୁ ମାସେ ଛୁଟି!-->…
