Odia News Portal

ଆଜି ରାଜ୍ୟ କ୍ୟାବିନେଟ ମିଟିଂ

ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରର ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଆଗାମୀ ୨୫ ତାରିଖରେ ରାଜ୍ୟ ବଜେଟ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଆଜି…

ଗୋଟି ପହଣ୍ଡିବେଳେ ଅଘଟଣ: ପୁରୀ ଗଲେ ଉପମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀ

ପୁରୀ ଶ୍ରୀକ୍ଷେତ୍ରରେ ଆଜି ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାକୁ ରାଜ୍ୟ ସରକାର ଅତ୍ୟନ୍ତ ଗୁରୁତ୍ୱର ସହ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ…

ଆରମ୍ଭ ହେଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ

ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା…

‘ଓଡ଼ିଶାରେ କାମ କରିବାକୁ ହେଲେ ଓଡ଼ିଆ ଶିଖିବାକୁ ପଡ଼ିବ’

ଭୁବନେଶ୍ୱର ସ୍ଥିତି ଓ-ହବ୍ ବିଲଡିଂରେ ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଓଡ଼ିଆ ଉଦ୍ୟୋଗୀଙ୍କୁ ଷ୍ଟାର୍ଟ ଅପ୍ ପାଇଁ ଜାଗା ଯୋଗାଇ ଦେବାରେ ପୂର୍ବ ବିଜେଡି ସରକାର ଅଣଦେଖା କରିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ଓଟିଭିରେ ଖବର ପ୍ରସାରଣ ହୋଇଥିଲା । ଏହାପରେ ମନ୍ତ୍ରୀ ଓ-ହବରେ ପହଞ୍ଚି…

ଡିନାମାଇଟ୍‌ରେ ମାଛ ମାରିବା ବେଳେ ମତ୍ସ୍ୟଜୀବୀ ମୃତ

ଡିନାମାଇଟ ବିଷ୍ଫୋରଣରେ ଜଣେ ମତ୍ସ୍ୟଜୀବୀ ମୃତ। ଅଳ୍ପକେ ବର୍ତ୍ତିଗଲେ ଅନ୍ୟ ଦୁଇ ମତ୍ସ୍ୟଜୀବୀ। ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଭୁଲକାବାହାଲ ଗାଁ ନିକଟ ରେଙ୍ଗାଳି ଜଳଭଣ୍ଡାର ରେ ଏଭଳି ଅଘଟଣ ଘଟିଛି। ମୃତକ ହେଲେ କ୍ଷମାନିଧି ଧିବର। କ୍ଷମାନିଧି ଦୁଇଜଣ ମତ୍ସ୍ୟଜୀବୀଙ୍କ ସହ ଡଙ୍ଗା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ଇସ୍ପାତ ସଂଘ ସଭାପତି ନବୀନ ଜିନ୍ଦଲ 

ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ । ଭାରତୀୟ ଇସ୍ପାତ ସଂଘ ପକ୍ଷରୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି । ଏହି ଅବସରରେ ଅନୁଗୁଳ ଜିନ୍ଦଲ ପ୍ଲାଣ୍ଟ…

ଆସ୍ଥା ଭୋଟ ଜିତିଲେ ହେମନ୍ତ ସୋରେନ୍ ; ଶପଥ ନେଲେ ୧୧ ମନ୍ତ୍ରୀ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଆଜି ରାଜ୍ୟ ବିଧାନସଭାରେ ଆସ୍ଥା ଭୋଟ୍‌ ଜିତିଛନ୍ତି। ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ‌ହେମନ୍ତଙ୍କ ଜେଏମଏମ୍‌ ନେତୃତ୍ୱାଧୀନ ଶାସକ ମେଣ୍ଟର ୪୫ ଜଣ ବିଧାୟକ ଅଛନ୍ତି। ଜେଏମଏମର ୨୭, କଂଗ୍ରେସର ୧୭ ଏବଂ ଆରଜେଡିର ଜଣେ ବିଧାୟକ ବିଧାନସଭାରେ…

ଖୋଲିବ ରତ୍ନ ଭଣ୍ତାର, ଘୋଷଣା ହେଲା ତାରିଖ

୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ । ଆଶା କରୁଛୁ ସରକାର…

ଦବିଗଲା ଆଇଗିଣିଆ ବ୍ରିଜ୍, ଫାଟି ଯାଇଥିବା ପିଚୁରେ ଦବିଗଲା ମିନି ଟ୍ରକ୍

ଆଇଗିଣିଆ ଓଭରବ୍ରିଜ ଦବିଗଲା ଓ ଏକ ଟ୍ରକ ଯିବା ବେଳେ ଦବିଗଲା ଓଭରବ୍ରିଜ ଓ ବିପଦ ସଙ୍କୁଳ ଅବସ୍ଥାରେ ରହିଛି ବ୍ରିଜ । ଧୀରେ ଧୀରେ ବ୍ରିଜ୍ ଦବୁଥିବାରୁ ଲୋକେ ଆତଙ୍କିତ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଭିଡ଼ ନିୟନ୍ତ୍ରଣ କରିଛି । ତେବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି ଯଦି ଓଭରବ୍ରିଜ…

ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ…