Odia News Portal

ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ପରେ ହ୍ୟୁମାନଙ୍କ ନାମରେ ଥାନାରେ ଅଭିଯୋଗ

 ପୁଣି ଥରେ ଅଡୁଆରେ ପଡିଲେ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର । ତାଙ୍କ ସହ ସିଙ୍ଗର ରୁକୁ ସୁନାଙ୍କ ନାଁରେ ମଧ୍ୟ ମାମଲା ରୁଜୁୁ ହୋଇଛି । ଏଥର ଭଜନକୁ ନେଇ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି ।  ଅଭିଯୋଗ କରିଛନ୍ତି …

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଖଣ୍ଡଗିରି ଓ ଉଦୟଗିରି ବୁଲିବା ସହ ଦେଖିଲେ ବୌଦ୍ଧ କିର୍ତୀରାଜି

 ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅତ୍ୟନ୍ତ ଆଗ୍ରହର ସହ ଖଣ୍ଡଗିରିରେ ଥିବା ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଛନ୍ତି । ଉଦୟଗିରିର ରାଣୀ ଗୁମ୍ଫା ପରିଭ୍ରମଣ କରିଥିଲେ ମହାମହିମ । ରାଣୀ ଗୁମ୍ଫାର ଉପର ମହଲା ଏବଂ ତଳ ମହଲା ବୁଲି ଦେଖିବା ସହ ରାଣୀ ଗୁମ୍ଫାର…

ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆକଳନ

ବର୍ଷା ପାଗ ଜାରି ରହିଥିବା ବେଳେ ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।  କିନ୍ତୁ କାଲିଠୁ ବର୍ଷା ପରିମାଣ କମିବ ଏବଂ ଉପକୂଳରେ ଘଡଘଡି ବିଜୁଳି ସହ ବର୍ଷା ହେବ । ତେବେ ୧୧ ତାରିଖ ପରଠାରୁ ପୁଣି ବଢିବ ବର୍ଷାର ବିସ୍ତୃତି ବଢିବ । ରଥଯାତ୍ରା…

ଦୁଇ ଦିନିଆ ରୁଷ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 

ଦୁଇ ଦିନିଆ ରୁଷ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୟୁକ୍ରେନ୍ ଉପରେ ରୁଷ ଆକ୍ରମଣ କରିବା ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବେ। ପାରସ୍ପରିକ ସ୍ବାର୍ଥ ଉପରେ ମଧ୍ୟ ଆଲୋଚନା…

ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌

ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଭାରାସାମ୍ୟ ହରାଇ ରାସ୍ତାକଡ଼କୁ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ…

ଶରଧାବାଲିରେ ତିନିରଥ; ରତ୍ନବେଦି ଛାଡ଼ି ଜନ୍ମବେଦି ଆସିଛନ୍ତି ମହାବାହୁ

ଶରଧାବାଲିରେ ତିନିରଥ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ୩ ରଥ। ତାଳଧ୍ବଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ ଶ୍ରୀଗୁଣ୍ଡିଚା ମନ୍ଦିରରେ ସମ୍ମୁଖରେ ଲାଗିଛି। ଭକ୍ତମାନେ ତିନି ରଥ ଟାଣି ଟାଣି ନେଇ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲଗାଇଛନ୍ତି। ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ରତ୍ନବେଦି…

ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା

ଆଜି ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି । ୧୪ ମାସ ଧରି ମଣିପୁରରେ ଲାଗି ରହିଥିବା ହିଂସାରେ ଏହା ରାହୁଲଙ୍କ ତୃତୀୟ ଗସ୍ତ । ସେଠାରେ ରାଜ୍ୟପାଳଙ୍କ ସହ ଆଲୋଚନା କରି ହିଂସା ପୀଡିତ ଓ ବନ୍ୟା ପୀଡିତଙ୍କୁ ଭେଟି କରିବେ । ବିରୋଧୀ ଦଳ ନେତା ଭାବେ ଏହା ତାଙ୍କର ପ୍ରଥମ ଗସ୍ତ । ଏନେଇ ଜିରିବାମ…

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ବଜ ଓ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ

ଗୁଣ୍ଡିଚାମନ୍ଦିର ପାଖ ଶରଧାବାଲିରେ ପହଞ୍ଚିଛନ୍ତି ବଡବାଡସାମନ୍ତ ବଡ଼ଠାକୁର ଶ୍ରୀବଳଦେବ ଗୋସାଇଁ ଓ ହଳଦୀମୁଖୀ ମା’ ସୁଭଦ୍ରା। ବଳଭଦ୍ରଙ୍କ ତାଳଧ୍ବଜ ପରେ ତାଙ୍କ ପଛେ ପଛେ ଘର୍ଘରନାଦ କରି ଆସି ପହଞ୍ଚିଛନ୍ତି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ତାଙ୍କ ପଛରେ ରହି ରହି ଗୁଣ୍ଡିଚା ମନ୍ଦିିର ଅଭିମୁଖେ…

୨୪ ଘଣ୍ଟାରେ ପ୍ରତିଶୋଧ ନେଲା ଟିମ ଇଣ୍ଡିଆ

ଶନିବାର ଅପ୍ରତ୍ୟାଶିତ ଢଙ୍ଗରେ ଭାରତର ଯୁବ ବାହିନୀ ଜିମ୍ବାୱେ ଠାରୁ ହାରି ଯାଇଥିଲା। ହେଲେ ୨୪ ଘଣ୍ଟା ଭିତରେ ଜିମ୍ବାୱେ ଠାରୁ ଏହାର ମଧୁର ପ୍ରତିଶୋଧ ନେଇ ଶୁବମନ ଗିଲଙ୍କ ଭାରତୀୟ ଟିମ। ଦ୍ୱିତୀୟ ଟି-୨୦ରେ ଭାରତୀୟ ଟିମ ଜିମ୍ବାୱେକୁ ବିଶାଳ ୧୦୦ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂରେ…

ସନ୍ତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ

ହଟିଲେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତା। ସମସ୍ତ ରାଜ୍ୟସ୍ତରୀୟ ଦଳୀୟ ପଦାଧିକାରୀଙ୍କୁ ହଟାଇଲା ବିଜେଡି। ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶକ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର…