Odia News Portal

ପଞ୍ଜାବ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ ସିଦ୍ଧୁ

ପଞ୍ଜାବ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନବଜୋତ ସିଂହ ସିଦ୍ଧୁ। ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ପଠାଇଛନ୍ତି। କୌଣସି ପୂର୍ବାଭାସ ନଥାଇ ସେ ହଠାତ୍‌ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି। କିନ୍ତୁ କୁହାଯାଉଛି ଏହା ମଧ୍ୟରେ…

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ବୈଦ୍ୟୁତିକ ଯାନ ଚାର୍ଜିଂ ଷ୍ଟେସନ

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ସହରରେ ସାତୋଟି ବୈଦ୍ୟୁତିକ ଯାନ (ଇଭି) ଚାର୍ଜିଂ ଷ୍ଟେସନ୍ ପ୍ରତିଷ୍ଠା ହେବ ଏବଂ ଧୀରେ ଧୀରେ ଅଧିକ ଷ୍ଟେସନ୍ ସାଧାରଣ ତଥା ସାଧାରଣ ପରିବହନ ଯାନ ବ୍ୟବହାର ପାଇଁ ଆସିବ । ଭାରତରେ ଇଭି ଭିତ୍ତିଭୂମିରେ ପ୍ରତିଷ୍ଠିତ କମ୍ପାନୀ ଗୁଡିକର ମୁଖ୍ୟ ମାନଙ୍କ ଉପସ୍ଥିତିରେ…

ମିଶନ ଶକ୍ତି କ୍ୟାଫେ, ମହିଳା ଉଦ୍ୟୋଗର ଏକ ନୂତନ ଅଧ୍ୟାୟ

ଓଡିଶାରେ ମିଶନ୍ ଶକ୍ତି ଆନ୍ଦୋଳନ ଆରମ୍ଭରୁ ଗ୍ରାମାଞ୍ଚଳର ମହିଳାମାନେ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ପ୍ରାୟ ସମସ୍ତ ଅର୍ଥନ ବମଗ୍ଧସଙ୍ଖସଗ୍ଧସରଗ୍ଦ ତିକ କାର୍ୟ୍ୟକଳାପରେ ଧୀରେ ଧୀରେ ନିଜର ଉପସ୍ଥିତି ଅନୁଭବ କରିଛନ୍ତି। ରେଷ୍ଟୁରାଣ୍ଟ ସେକ୍ଟରର ପୁରୁଷ-ପ୍ରାଧାନ୍ୟ ବିଭାଗରେ ସେମାନେ ଆଜି…

ସ୍କୁଲ ଖୋଲିବାକୁ ଆଇସିଏମଆର ବୈଜ୍ଞାନିକଙ୍କ ପରାମର୍ଶ

ସାରା ଦେଶରେ ମହାମାରୀ କୋରନାକୁ ନେଇ ହାହା କାର ପରିସ୍ଥିତି ସୃଷ୍ଟି ହୋଇଛି । ମାତ୍ର ଏବେ ଦେଶରେ କରୋନା ମାମଲା ଟିକେ ହ୍ରାସ ପାଇଛି । ତେବେ କରୋନାକୁ ଦୃଷ୍ଟିରେ ରଖି ସ୍କୁଲକୁ ବନ୍ଦ ରଖାଯାିଛି । ପିଲାମାନେ ଘରେ ବସି ଅନଲାଇନରେ କ୍ଲାସ କରୁଛନ୍ତି । ତେବେ ଏଭଳି ସ୍ଥିତିରେ ପୁଣି ଥରେ ସ୍କୁଲ…

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ କ୍ୟାପଟେନ ଅମରିନ୍ଦର ସିଂ

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଆସିବେ । ଏହି ସମୟରେ ସେ ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ୱ ସହ ତାଙ୍କର ସମ୍ଭାବ୍ୟ ବୈଠକ ସମ୍ପର୍କରେ ଖବର ପ୍ରକାଶ ପାଇଥିବା ବେଳେ କଂଗ୍ରେସ ନେତାଙ୍କ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ…

ପୁଣି ଆସୁଛି ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା । ତିନି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିସହିତ ଏହା ପ୍ରଭାବରେ…

କୋଭିଡ ମୃତ ପରିବାରକୁ ମିଳିବ ସହାୟତା ରାଶି

କୋଭିଡ଼ ମୃତକ ପରିବାରକୁ ସହାୟତା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବେ ରାଜ୍ୟ ସରକାର । ସଂକ୍ରମିତ ହେବାର ମାସେ ମଧ୍ୟରେ ମୃତ୍ୟୁବରଣ କରିଥିବା କୋଭିଡ଼ ରୋଗୀଙ୍କ ପରିବାରକୁ ୫୦ ହଜାର ଟଙ୍କା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ କାର୍ଯ୍ୟକାରୀ କରିବା ପାଇଁ…

କୃଷକଙ୍କୁ ସମ୍ବୋଧନ କଲେ ମୋଦୀ

ଦେଶର କୃଷକଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ଗତକାଲି କୃଷକଙ୍କ ୧୦ ଘଣ୍ଟିଆ ଭରତ ବନ୍ଦ ପରେ ଆଜି ପ୍ରଧାନମନ୍ତ୍ରୀ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ତାଙ୍କ ସରକାର ସବୁବେଳେ କୃଷକଙ୍କ ସହ ଅଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଦେଶର କୃଷି ଓ କୃଷକଙ୍କ ଆୟ ବଢାଇବା ପାଇଁ…

ଘରୋଇ ମେସରୁ କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ଛାତ୍ରୀଙ୍କ ମୃତଦେହ ହେଲା ଉଦ୍ଧାର । ଭଦ୍ରକ ଟାଉନ ଥାନା ଅଧିନସ୍ଥ ଜଗନ୍ନାଥପୁର ଅଞ୍ଚଳରେ ଘଟିଛି ଏପରି ଅଘଟଣ ।ଏକ ଘରୋଇ ମେସରେ ବନ୍ଦ କୋଠରୀ ଭିତରୁ ଫ୍ୟାନରେ ଓଢଣୀରେ ଝୁଲୁଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଭଦ୍ରକ ଟାଉନ ପୋଲିସ ଘଟଣାର…

ଇଞ୍ଜାମମ୍ ଡାକ୍ତରଖାନାରେ ଭର୍ତ୍ତୀ

ପାକିସ୍ତାନ କ୍ରିକେଟ୍ ଟିମ୍‌ର ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌ ଉଲ୍‌ ହକ୍ ସୋମବାର ହୃଦ୍‌ଘାତର ଶିକାର ହୋଇଥିବା ବେଳେ ଏବେ ତାଙ୍କ ଅବସ୍ଥା ସ୍ଥିର ରହିଛି। ଲାହୋରର ଏକ ହସ୍‌ପିଟାଲ୍‌ରେ ତାଙ୍କ ଠାରେ ସଫଳତାର ସହିତ ଆଞ୍ଜିଓପ୍ଲାଷ୍ଟୀ କରାଯାଇଛି। ଇଏସ୍‌ପିଏନ୍ କ୍ରିକ୍‌ଇନ୍‌ଫୋର ସୂଚନା…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.