ସକାଳୁ ସମୁଦ୍ର କୂଳରେ ପ୍ରାତଃଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
କାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । ଏବଂ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା ।!-->…
