Odia News Portal

ଓଡ଼ିଶାରେ ପୁଣି ପଶ୍ଚିମବଙ୍ଗର ଦାଦାଗିରି

ବାଲେଶ୍ୱର: ଆନ୍ଧ୍ର ପରେ ପରେ ପୁଣିଥରେ ଓଡ଼ିଶାରେ ଦାଦାଗିରି ଆରମ୍ଭ କରିଛି ପଶ୍ଚିମବଙ୍ଗ । ସୀମାନ୍ତରେ ତିଆରି କରିଛି ପାଚେରୀ । ଉଦୟପୁର ବେଳାଭୂମିରେ ଦ୍ଵିତୀୟ ଥର ପାଇଁ ପାଚେରୀ ନିର୍ମାଣ କାର୍ୟ୍ୟ କରୁଥିଲା ପଶ୍ଚିମବଙ୍ଗ। ସେଠାରେ ୧୪୪ ଧାରା ବଳବତ୍ତର ଥିଲେ ମଧ୍ୟ ପୁଣି ଜବରଦସ୍ତ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬,୧୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୨୫୨ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେହି ସମୟ ମଧ୍ୟରେ ୩୪,୪୬୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୧.୮୫% ଏବଂ ସାପ୍ତାହିକ ସଂକ୍ରମଣ ହାର…

ଆଜି ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଆମେରିକା ଅଭିମୁଖେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ସେ ମିଳିତ ଜାତିସଂଘର ସାଧାରଣ ସଭାର ୭୬ ତମ ଅଧିବେଶନରେ ଯୋଗଦେବା ସହିତ ଅନ୍ୟ ଦେଶର ନେତାଙ୍କ ସହ ଆଲୋଚନା କରିବେ। ପିଏମ ମୋଦୀଙ୍କ ବ୍ୟତୀତ ୧୦୦ ଟି ଦେଶର ମୁଖ୍ୟ ମଧ୍ୟ ଏହି…

ପ୍ରବଳ କୁଟିବ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ପୂର୍ବ ବର୍ଷାରେ ବେହାଲ ହୋଇଥିବା ଓଡ଼ିଶା ଅଣ୍ଟା ସଳଖୁଥିବା ବେଳେ ପୁଣି ଫେରୁଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ଆଜି ୫ଶହ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୬୮ ଓ ସ୍ଥାନୀୟ ସଂକ୍ରମିତ ୧୯୪ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍…

ଫେବୃୟାରୀ ୧୫ରେ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ

କଟକ: ଦୀର୍ଘ ୨ ବର୍ଷ ପରେ ବାରବାଟୀକୁ ମିଳିଛି ଆନ୍ତର୍ଜାତୀୟ ମ୍ୟାଚ । ବାରବାଟୀକୁ ପୁଣି ଫେରିବ ଆନ୍ତର୍ଜାତିକ କ୍ରିକେଟ । ଆସନ୍ତାବର୍ଷ ଫେବ୍ରୁଆରୀରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଏକ ଟି-୨୦ ମ୍ୟାଚ୍ । ଇଣ୍ଡିଜ ଟିମ୍ ଭାରତ ଗସ୍ତ କରି ୩ଟି ଦିନିକିଆ ଓ ୩ଟି…

ଆଫଗାନିସ୍ତାନରେ ଆଇପିଏଲ ପ୍ରସାରଣ ବ୍ୟାନ କଲା କାଲିବାନ

କାବୁଲ: ସାରା ବିଶ୍ୱରେ ସମସ୍ତଙ୍କ ପସନ୍ଦ ଧନୀ କ୍ରିକେଟ ଲିଗ ଆଇପିଏଲ । ଳିତ ଥର ୟୁଏଇରେ ଏହି ମ୍ୟାଚ୍ ଖେଳାଯାଇଛି। ବିଶ୍ବର ସମସ୍ତ କ୍ରିକେଟ ପ୍ରେମୀ ଫଟାଫଟ କ୍ରିକେଟର ଏହି ଶ୍ରେଷ୍ଠ ଲିଗ୍ର ମଜା ଉଠାଉଥିବା ବେଳେ ଏଥିରୁ ବଞ୍ଚିତ ହୋଇଛନ୍ତି ଆଫଗାନିସ୍ତାନ ବାସୀ। କାରଣ ଆଫଗାନିସ୍ତାନରେ…

ରାଜକୁନ୍ଦ୍ରାଙ୍କୁ ମିଳିଲା ଜାମିନ୍

ମୁମ୍ବାଇ: ରାଜକୁନ୍ଦ୍ରାଙ୍କୁ ମିଳିଲା ଜାମିନ୍ । ଦୀର୍ଘ ୨ ମାସ ପରେ ଜାମିନ୍ ମିଳିଛି । ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଏବେ ଜାମିନ ମିଳିଛି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ…

ପୁଣି ଆରମ୍ଭ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉଚ୍ଛେଦ କାମ

ପୁରୀ: ଶ୍ରୀକ୍ଷେତ୍ରର ହେଉଛି ଉନ୍ନତିକରଣ । ଶ୍ରୀମନ୍ଦିର ୭୫ ମିଟର ସୁରକ୍ଷା ଜୋନ ମଧ୍ୟରେ ପୁଣିଥରେ ଉଚ୍ଛେଦ ଆରମ୍ଭ ହୋଇଛି। ସୋମବାର ବାସେଳୀ ସାହି ମୌଜା ଗାଣ୍ଡୁଆଚଉରା ଛକରେ ଥିବା ୩ଟି ଘରୋଇ କୋଠାକୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ପ୍ରତ୍ୟକ୍ଷ…

୨୬ରୁ ପୁଣି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.