ମହାପ୍ରଭୁଙ୍କ ପାଇଁ ଆସୁଛି ପୋଢ଼ୁଆଁ ଭାର
ମଙ୍ଗଳବାର ପୋଢୁଆଁ ହେବେ ମହାପ୍ରଭୁ ଜଗନ୍ନାଥ। ମାର୍ଗଶୀର ଅଷ୍ଟମୀ ତିଥିରେ ଶ୍ରୀଜଗନ୍ନାଥଙ୍କ ପୋଢୁଆଁ । ପ୍ରଥମାଷ୍ଟମୀ ପୂର୍ବଦିନ ଅର୍ଥାତ ସୋମବାର ସପ୍ତମୀ ତିଥିରେ ଠାକୁରଙ୍କ ମାମୁଁ ଘର ଶ୍ରୀମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ରକୁ ପୋଢୁଆଁ ଭାର ଯାତ୍ରା ବାହାରିଛି । ଶ୍ରୀଜିଉଙ୍କ ପାଇଁ ପାଟବସ୍ତ୍ର!-->…
