Odia News Portal

ରୋହିତ ଶର୍ମା ହୋଇପାରନ୍ତି ଟି-୨୦ ଓ ଦିନିକିଆ ଦଳର ଅଧିନାୟକ

ନୂଆଦିଲ୍ଲୀ: ହିଟମ୍ୟାନ ରୋହିତ ଶର୍ମା ହୋଇପାନ୍ତି ଟିମ ଇଣ୍ଡିଆର ଅଧିନାୟକ । ରୋହିତ ଟି-୨୦ ଓ ଦିନିକିଆ ଦଳର ଅଧିନାୟକ ହୋଇପାରନ୍ତି ବୋଲି ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଆରମ୍ଭ ହୋଇଛି । ଜାତୀୟ ଗଣମାଧ୍ୟମ ଟାଇମ୍ସ ଅଫ୍ ଇଣ୍ଡିଆରେ ଏହି ଖବର ପ୍ରସାରଣ ହେବା ପରେ ଏବେ ଏହା ବିଜୁଳି ଭଳି…

୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ଅଧିା ଓଡ଼ିଶା ଏବେ ଜଳମଗ୍ନ ହୋଇଛି । ସେପଟେ ୮ ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି । …

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୭,୨୫୪ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୧୯ ଜଣଙ୍କର ମୃତ୍ୟୁ ହୋଇଛି ।…

ପ୍ରକାଶ ପାଇଲା +୨ କଟ୍ ଅଫ୍ ମାର୍କ, ଜାଣନ୍ତୁ କେତେ ପିଲା ମନୋନୀତ ହୋଇଛନ୍ତି

ଭୁବନେଶ୍ୱର: ପ୍ରକାଶ ପାଇଲା +୨ କଟଅଫ୍ ମାର୍କ । ଆବେଦନ କରିଥିଲେ ୪ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ । ୩ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ୍ଅଫ୍ ମାର୍କରେ ମନୋନୀତ ହୋଇଛନ୍ତି । କଳାରେ ପ୍ରଥମ କଟକ ଅଫ୍ ମାର୍କରେ ୨ଲକ୍ଷ ୪୭ହଜାର ୯୦୬ଜଣ ମନୋନୀତ ହୋଇଛନ୍ତି । ସେହିପରି ବାଣିଜ୍ୟରେ ୨୪ହଜାର…

ଦୁବାଇରେ ପହଞ୍ଚିଲେ ଭାରତୀୟ ଖେଳାଳୀ

ଦୁବାଇ: ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି ୨୦୨୧ ଆଇପିଏଲର ବାକି ଥିବା ମ୍ୟାଚ୍ । ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଓ ବୋଲର ମହମ୍ମଦ ସିରାଜ ଆଜି ପ୍ରଥମେ ଦୁବାଇରେ ପହଞ୍ଚିଥିଲେ । ଦିଲ୍ଲୀ କ୍ୟାପିଟାଲ୍ସ୍ ଦଳର ୭ଜଣ ତଥା ରିଷଭ ପନ୍ଥ, ରବିଚନ୍ଦ୍ରନ ଅଶ୍ୱିନ, ଅଜିଙ୍କ୍ୟ…

ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ତେବେ ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି ।…

ଆଖଣ୍ଡଳମଣୀ ମନ୍ଦିରର ଗର୍ଭଗୃହରେ ଆଣଣ୍ଠୁଏ ପାଣି

ଭଦ୍ରକ: ଲଗାଣ ବର୍ଷାରେ ବେହାଲ ସାରା ଓଡ଼ିଶା । ପ୍ରସିଦ୍ଧ ଶୈବ ପୀଠ ଆରଡ଼ିର ଆଖଣ୍ଡଳମଣୀଙ୍କ ମନ୍ଦିରରେ ପାଣି । ଗର୍ଭଗୃହରେ ଲହଡି ମାରୁଛି ଆଣ୍ଠୁଏ ଉଚ୍ଚର ବର୍ଷା ଜଳ। ଗର୍ଭଗୃହରେ ବର୍ଷା ପାଣି ପଶିଯାଇଥିବା କାରଣରୁ ମଣି ବାବାଙ୍କ ବିଗ୍ରହର ଅର୍ଦ୍ଧାଧିକ ଭାଗ ପାଣିରେ ବୁଡ଼ିଯାଇଛି। ସେପଟେ…

ଆଜି ରାଜ୍ୟରେ ୫ଶହ ତଳକୁ ଖସିଲା କରୋନା ମାମଲା

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ…

ବର୍ଷାରେ ବିଜେପି କର୍ମୀଙ୍କ ବିକ୍ଷୋଭ

କଟକ: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ତେବେ ଏହି ବର୍ଷାରେ ମଧ୍ୟ ବିଜେପି କର୍ମୀଙ୍କ ପକ୍ଷରୁ ବିକ୍ଷୋଭ କରାଯାଇଛି । ମୂର୍ତ୍ତି ଉଚ୍ଚତାକୁ ନେଇ ଆଜି ୧୨ ଘଣ୍ଟିଆ କଟକ ବନ୍ଦ ଡାକରା ଦିଆଯାଇଛି । ବିଜେପି ପ’ରୁ ଏହି ବନ୍ଦ ଡାକରରା ଦିଆଯାଇଛି । ତେବେ ପ୍ରବଳ ବର୍ଷା ହୋଇଥିଲେ ସୁଦ୍ଧା…

ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ: ଆଜି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ । ସେ ୧୭ ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଭୁପେନ୍ଦ୍ର ଆଜି ଅପରାହ୍ନ ୨.୨୦ ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଗୃହମନ୍ତ୍ରୀ ଅମିତ ଶାହା ଏହି ଶପଥ ସମାରୋହରେ ଅଂଶଗ୍ରହଣ କରିବା ନେଇ ସୂଚନା…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.