Odia News Portal

ଖୋଲିବ କି ଗୁମର? ଡିଏଫଓ ରାତିରେ ସୌମ୍ୟଙ୍କ ଘରକୁ ଯାଉଥିବା ନେଇ କହିଲେ ଜଗୁଆଳି

ପାରଳାଖେମୁଣ୍ଡି: ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ଦୀର୍ଘଦିନ ବିତିଯାଇଥିଲେ ଏଯାବତ କୌଣସି ସତ୍ୟ ପଦାକୁ ଆସିନାହିଁ । ଦିନକୁ ଦିନ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି । ତେବେ ଆଜି ଜଗୁଆଳି ଗଙ୍ଗା ପ୍ରଧାନ ଏଭଳି ମନ୍ତବ୍ୟ ଦେଇଛନ୍ତି । ସୌମ୍ୟରଞ୍ଜନଙ୍କ ବାସଭବନକୁ ରାତି ୧୨ଟା ୩୦ରେ ଯାଇଥିବା…

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର: ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ । ଅକ୍ଟୋବର ୩ରେ ହେବ ଭୋଟ ଗଣତି । କୋଭିଡ୍ ଗାଇଡ୍ ଲାଇନ ଅନୁସାରେ ହେବ ଭୋଟ ଗ୍ରହଣ । କରୋନା କାରଣରୁ ସ୍ଥ୍ଗିତ ରହିଥିଲା ଉପନିର୍ବାଚନ । ପିପିଲି ସହ ପଶ୍ଚିମବଙ୍ଗର ୩ଟି ସ୍ଥାନରେ ହେବ ଉପନିର୍ବାଚନ । ସୂଚନାଯୋଗ୍ୟ, ପ୍ରଦୀପ…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର: ଦିନକୁ ଦିନ ବଢ଼ିବାରେ ଲାଗିଛି ନିଶା କାରବାର । ରାଜଧାନୀ ଉପକଣ୍ଠରୁ ପୁଣିଥରେ ବ୍ରାଉନସୁଗାର ଜବତ ହୋଇଛି । କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଖୋର୍ଦ୍ଧା କୁମ୍ଭାରବସ୍ତ ପେଟ୍ରୋଲ ପମ୍ପ ନିକଟରୁ ଜବତ ହୋଇଛି। ବ୍ରାଉନସୁଗାର କାରବାର ଅଭିଯୋଗରେ ବିଟେକ୍ ଛାତ୍ର ମନୋରଞ୍ଜନ…

ଗୃହରେ ଉତ୍ତର ରଖିଲେ ଟୁକୁନି ସାହୁ, ଖୁବଶୀଘ୍ର ୫ ଜିଲ୍ଲାରେ ପ୍ରତିଷ୍ଠା ହେବ କର୍ମଜୀବୀ ମହିଳା ହଷ୍ଟେଲ

ଭୁବନେଶ୍ୱର: କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି। ସୁନ୍ଦରଗଡ, ଯାଜପୁର,ଖୋର୍ଦ୍ଧାରେ ୧୦୦ ସର୍ୟ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ରହ୍ମପୁର ଓ ରାୟଗଡ଼ାରେ ୧୦୦ ସର୍ୟ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ଜମି ଚିହ୍ନଟ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ

ଭୁବନେଶ୍ୱର: ଶୁନ୍ୟକାଳରେ ଉଠିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ମାଝୀ। କେନ୍ଦ୍ରୀୟ ଯୋଜନାକୁ ହଡପ କରାଯାଇଛି। ଭୋଟ ବ୍ୟାଙ୍କ ପାଇଁ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କୁ ଗୃହ ବଣ୍ଟା ଯାଇଛି।…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୮ ଜଣ ଶିଶୁ ଓ କିଶୋର କରୋନା…

ଦୂତୀଙ୍କ ବିରୋଧରେ ଗପୁଥିଲେ, ଗିରଫ ହେଲେ…

ଭୁବନେଶ୍ୱର: ଫେସବୁକ୍ ଲାଇଭରେ ପ୍ରବଳ ଗପୁଥିଲେ । ଏପରିକି ଆନ୍ତର୍ଜାତୀୟ ଧାବିକା ଦୂତୀ ଚାନ୍ଦ ବିରୋଧରେ ଅଶାଳିନ ଭାଷାରେ ଖବର ପ୍ରସାରଣ କରୁଥିଲେ ୱେବ ପୋର୍ଟାଲ ସମ୍ପାଦକ । ଶେଷରେ ଆଶାଳିନ ମନ୍ତବ୍ୟ ପଡିଛି ମହଙ୍ଗା । ଗିରଫ ହୋଇଛନ୍ତି ଫୋକସ ପ୍ଲସ ଓଡ଼ିଶାର ମୁଖ୍ୟ ସମ୍ପାଦକ ସୁଧାଂଶୁ ଶେଖର…

ଉଚ୍ଚଶିକ୍ଷା ସଚିବଙ୍କ ମନ୍ତବ୍ୟ ନିରୁତ୍ସାହଜନକ, ସରକାର ତାଙ୍କର ଆଭିମୂଖ୍ୟ ସ୍ପଷ୍ଟ କରନ୍ତୁ : ପୁରାତନ ଛାତ୍ର ସଂଘ

ବଲାଙ୍ଗୀର: ଉଚ୍ଚ ଶିକ୍ଷା ସଚିବ ଶାସ୍ୱତ ମିଶ୍ର ଗୁରବାର ଦିନ ତାଙ୍କର ବଲାଙ୍ଗିର ଗସ୍ତରେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପାଇଁ କେବଳ ୫୦ ଏକର ଜମି ପର୍ଯ୍ୟାପ୍ତ ବୋଲି ମତ ଦେଇଛନ୍ତି । ଜିଲ୍ଲା ପ୍ରଶାସନ ଓ ନିର୍ବାଚିତ ଜନ ପ୍ରତିନିଧି ଏହାକୁ ଏକ ବିଶ୍ୱ ସ୍ତରୀୟ ଅନୁଷ୍ଠାନରେ ପରିଣତ କରିବା ପାଇଁ…

ବଲାଙ୍ଗୀରରେ ନୂତନ ପୋଲିସ ଅଫିସ ଉଦଘାଟିତ

ବଲାଙ୍ଗୀର: ବଲାଙ୍ଗିର ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ କାର୍ୟ୍ୟାଳୟ ପଛପଟେ ଏକ ନୂତନ ପୋଲିସ ଅଫିସ ଉଦଘାଟିତ ହୋଇଯାଇଛି । ଡିଜିପି ଅଭୟ ଭର୍ଚୁଏଲ ମୋଡରେ ଏହାକୁ ଉଦ୍ଘାଟନ କରିଛନ୍ତି । ଏହି ସମୟରେ ଡିଆଇଜି ଡା. ଦୀପକ କୁମାର, ଜିଲ୍ଲାପାଳ ଚଂଚଲ ରାଣା, ପୋଲିସ ଆରକ୍ଷୀ ଅଧୀକ୍ଷକ ନିତୀନ କୁଶଲକର…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.