ନବରଙ୍ଗପୁରରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ!-->…
