Odia News Portal

କଂଗ୍ରେସ ଛାଡିଲେ ସୁସ୍ମିତା ଦେବ

ନୂଆଦିଲ୍ଲୀ: ଦିନକୁ ଦିନ ଦୁର୍ବଳ ହେବାରେ ଲାଗୁଛି କଂଗ୍ରେସ । ଦଳର ଜଣଙ୍କ ପରେ ଜଣେ ତୁଙ୍ଗ ନେତା ଦଳ ଛାଡୁଛନ୍ତି । ନିୟମିତ ଭାବରେ ଜଣଙ୍କ ପରେ ଜଣେ ନେତା ଦଳ ଛାଡୁଛନ୍ତି ।ତେବେ ଏହାରି ଭିତରେ କଂଗ୍ରେସର ଜଣେ ବରିଷ୍ଠ ନେତ୍ରୀ ସୁସ୍ମିତା ଦେବ ଦଳରୁ ଇସ୍ତଫା ଦେଇଛନ୍ତି। ଏପରିକି ସେ ଅଖିଳ…

କାବୁଲ ବିମାନ ବନ୍ଦରରେ ଗୁଳିମାଡ଼: ୮ ମୃତ

କାବୁଲ: ଆଫଗାନିସ୍ତାନ ପରିସ୍ଥିତି ଅଣାୟତ୍ତ ହୋଇପଡିଥିବାବେଳେ କୌଣସି ଯାତ୍ରୀବାହୀ ବିମାନ ଆଫଗାନ ଆକାଶ ସୀମା ମଧ୍ୟରେ ଉଡାଣ ନକରିବାକୁ ସତର୍କ ସୂଚନା ଜାରି କରାଯାଇଛି। ଇତିମଧ୍ୟରେ ଆଫଗାନିସ୍ତାନରୁ ନିଜ ନାଗରିକଙ୍କୁ ଫେରାଇ ନେବାକୁ ଆମେରିକା ଏବଂ ବ୍ରିଟେନର ସୈନ୍ୟମାନେ କାବୁଲ ବିମାନ…

୨ କିଲୋ ୪ ଶହ ଗ୍ରାମର ଧଳା ଜହର ଜବତ

ବାଲେଶ୍ୱର: ପୁଣି ଜବତ ହେଲା ବ୍ରାଉନସୁଗାର । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା ବେଳେ ଏସଟିଏଫ ଟିମ୍ ଚଢଉ କରିଛି । ୨ କିଲୋ ୪ ଶହ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଏଟିଏଫ ଟିମ୍ । ୨ଟି ବାଇକ ବି ଜବତ ସହ ୩ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ଗିରଫ ତିନି…

ରାଜ୍ୟରେ ଆରମ୍ଭ ହେଲା ନବମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ନବମ ଶ୍ରେଣୀରେ ପାଠପଢ଼ା । କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି କ୍ଲାସରୁମରେ ପାଠପଢ଼ା ଆରମ୍ଭ ହୋଇଛି । ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ଆସିଛନ୍ତି ସ୍କୁଲ । ସକାଳ ୯ଟାରୁ କ୍ଲାସ ଆରମ୍ଭ ହୋଇଥିବା ବେଳେ ସାଢ଼େ ୧୨ଟାରେ…

ଶେରଗଡ ବ୍ଲକର ବିଭିନ୍ନ ସ୍କୁଲ ପରିଦର୍ଶନ କରି ସ୍ମାର୍ଟ କ୍ଲାସର ସ୍ଥିତି ପରଖିଲେ ୫-ଟି ସଚିବ

ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ୫-ଟି ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ତଥା ହିଞ୍ଜିଳିରେ ଗତକାଲି କିଛି ସ୍କୁଲକୁ ଯାଇ ପରିଦର୍ଶନ କରିବା ସହ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ । ତେବେ ଆଜି ଶେରଗଡ଼ ବ୍ଲକର ୨୭ଟି ସ୍କୁଲର…

ହିଞ୍ଜିଳି ଶାସନ ଆମ୍ବଗାଁ ସ୍କୁଲର ଛାତ୍ରଛାତ୍ରୀଙ୍କ ସହ ଭିସିରେ କଥାହେଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ଫୋକସ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଶିକ୍ଷାର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବାକୁ ରଖାଯାଇଛି ମୁଖ୍ୟ ଲକ୍ଷ୍ୟ । ଏହି ଅବସରରେ ହିଞ୍ଜିଳି ବ୍ଲକ ଶାସନ ଆମ୍ବ ଗାଁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଭିସି ଜରିଆଲେ…

ଆଜି ସୈଫ ଅଲ୍ଲୀ ଖାନଙ୍କ ଜନ୍ମଦିନ

ମୁମ୍ବାଇ: ବଲିଉଡ ଅଭିନେତା ସୈଫଅଲ୍ଲୀ ଖାନଙ୍କ ଆଜି ହେଉଛି ଜନ୍ମଦିନ । ୫୧ ବର୍ଷରେ ପାଦ ଥାପିଛନ୍ତି ସୈଫ । ୧୯୭୦ ମସିହାରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ସୈଫ । ତେବେ ପିଲାଟି ଦିନରୁ ହିଁ ଅଭିନୟ ପ୍ରତି ରୁଚି ରଖିଥିଲେ ସେ । ବଲିଉଡରେ ସଫଳ କଳାକାରଙ୍କ ମଧ୍ୟରେ ସୈଫ ଅନ୍ୟତମ । ତେବେ ସୈଫ…

ଖୋଲିଲା ବଡ଼ଦେଉଳ: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରୀକ୍ଷେତ୍ରବାସୀ

ପୁରୀ : ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । କେବଳ ପୁରୀ ସହର ବାସିନ୍ଦା ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ୍ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଓ୍ୱାର୍ଡଓ୍ୱାରୀ…

ଭକ୍ତଙ୍କ ପ୍ରତି ବାବା କଣ ନିର୍ଦ୍ଦୟ ହେଉଥିଲେ କି?

ଭୁବନେଶ୍ୱର: ଭକ୍ତମାନଙ୍କ ପ୍ରତି ବାବାଙ୍କ କରୁଣା ସବୁବେଳେ ପ୍ରଚ୍ଛନ୍ନ ହୋଇରହିଥାଏ । ତାଙ୍କ କୃପାର ଲୀଳାକୁ ସହଜରେ ଜାଣି ହୁଏନାହିଁ । ଭକ୍ତର ପୂର୍ବ କର୍ମଫଳକୁ ବିଚାରକୁ ନେଇ ତଦନୁଯାୟୀ ଯଥା ସମୟରେ ତାର ଅନିଷ୍ଟ ଖଣ୍ଡନର ବ୍ୟବସ୍ଥା ସେ କରିଥାନ୍ତି । ଯାହା କଲେ, ଭକ୍ତର ସବୁଠାରୁ ମଙ୍ଗଳ…

ସ୍ୱାଧିନତା ଦିବସରେ ମାସ୍କ ବଣ୍ଟନ କଲା ଓଡ଼ିଶା ସ୍କାଉଟ୍ ଆଣ୍ଡ ଗାଇଡସ୍

ଭୁବନେଶ୍ୱର: ଓଡ଼ିଶା ଭାରତ ସ୍କାଉଟ୍ ଆଣ୍ଡ ଗାଇଡସ୍ ସଂସ୍ଥା ତରଫରୁ ସ୍ୱାଧିନତା ଦିବସ ଅବସରରେ ପ୍ରାତଃରୁ ପ୍ରଭାତ ଫେରି କାର୍ଯ୍ୟକ୍ରମ ହେବା ସଙ୍ଗେ ସଙ୍ଗେ କାର୍ଯ୍ୟାଳୟ ପରିବସରରେ ପାତାକା ଉତ୍ତୋଳନ କରାଯାଇଥିଲା । ରାଜ୍ୟ ମୁଖ୍ୟାଳୟର ସମସ୍ତ କର୍ମକର୍ତ୍ତାମାନେ ଯୋଗଦାନ କରି ଜାତୀୟ ସଂଗୀତ ଗାନ…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.