ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ , ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଂଟାରେ କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ!-->!-->!-->…
