ଅପେକ୍ଷା କର, ‘ସୁଭଦ୍ରା’ ଯୋଜନାକୁ ନେଇ ଭ୍ରମିତ କର ନାହିଁ: ପ୍ରଭାତୀ ପରିଡ଼ା
ସୁଭଦ୍ରା ଯୋଜନା ସଂପର୍କରେ କୌଣସି ଭ୍ରମିତ ଖବର ଦେଖାନ୍ତୁ ନାହିଁ । କିଛି ପ୍ରମୁଖ ଗଣମାଧ୍ୟମରେ ମିଛ ଖବର ବୁଲୁଛି । ତାହା ଠିକ ନୁହେଁ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏଭଳି ମନ୍ତବ୍ୟ ଦେବା ସହ ଯୋଜନାର ସମ୍ପୂର୍ଣ୍ଣ ରୂପରେଖ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ ବୋଲି କହିଛନ୍ତି!-->…
