ରଥଯାତ୍ରା : ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍
ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି!-->…
