ଝାରସୁଗୁଡ଼ାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଆଜି ଅପରାହ୍ନ ୩:୦୫ ମିନିଟ ସମୟରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆସି ଓହ୍ଲାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ବିମାନବନ୍ଦରରେ ବିଜେପି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ଝାରସୁଗୁଡ଼ା ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ!-->…
