ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ!-->…
