ସୁରମା ପାଢ଼ୀ ବିଜେପିର ବାଚସ୍ପତି ପ୍ରାର୍ଥୀ
ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ହେବେ ବାଚସ୍ପତି। ବାଚସ୍ପତି ନିର୍ବାଚନ ପାଇଁ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି। ସୁରମା ପାଢ଼ୀ ନାମାଙ୍କନ ପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ!-->…
